Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି
  • ||
  • ରାଜ୍ୟରେ ୯ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୮୪୫ କୋଭିଡ୍ ପଜିଟିଭ୍, ୧୧୯୬୧୪୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଓଭରବ୍ରିଜ୍‌ରୁ ୩୦ଫୁଟ ତଳକୁ ଖସିଲା କାର୍, ଦୁର୍ଘଟଣାରେ ଗାଡି ଭାଙ୍ଗିରୁଜି ଚୁରମାର୍
  • ||
  • ଶନିବାର ଏହି ସବୁ ଜିଲ୍ଲାରେ ବର୍ଷା : ବଢିବ ତାପମାତ୍ରା, କମିବ ଶୀତ
  • ||
  • ଭୟଙ୍କର ଦୁର୍ଘଟଣା : ମହାନଦୀ ପୋଲରେ ବୋଲେରୋକୁ ପିଟିଲା ଟ୍ରକ୍, ୫ ମୃତ
  • ||

ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁର ଜାମିନ ଆବେଦନ ଶୁଣାଣି ଘୁଞ୍ଚିଲା

6/12/2021 at 12:48 PM

କଣ୍ଟାବାଞ୍ଜି ୬।୧୨: ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁର ଜାମିନ ଆବେଦନର ଶୁଣାଣି ଘୁଞ୍ଚିଲା । ସୋମବାର ଦିନ କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ଗୋବିନ୍ଦ ସାହୁର ଜାମିନ ଆବେଦନର ଶୁଣାଣି ଥିଲା । କିନ୍ତୁ କୋର୍ଟ ଜାମିନ ଶୁଣାଣିର ତାରିଖ ଘୁଞ୍ଚାଇଦେଇଛନ୍ତି ।

ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଓକିଲ କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ଜାମିନ ନେଇ ଆବେଦନ କରିଥିଲେ । କୋର୍ଟ ସୋମବାର ଦିନ ଶୁଣାଣି ତାରିଖ ଧାର୍ଯ୍ୟ ରଖିଥିଲେ । ପୂର୍ବରୁ ବଙ୍ଗୋମୁଣ୍ଡା ଜେଏମଏଫସି କୋର୍ଟରେ ଜାମିନ ଖାରଜ ହୋଇଥିଲା ।

   Related Posts