Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ପିଲା କଳିକୁ ନେଇ ଏସିଡ୍ ମାଡ଼…

26/01/2020 at 9:46 PM

ଖୋର୍ଦ୍ଧା୨୬/୧: ପିଲା କଳିକୁ ନେଇ ଏସିଡ୍  ମାଡ଼। ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅଞ୍ଚଳରେ ଜଣେ ନାବାଳକ ତାର ସହପାଠିନୀକୁ ଏସିଡ୍  ମାଡ଼ କରିଥିବା ଅଭିଯୋଗ ହୋଇଛି। ଏନେଇ ଟାଙ୍ଗୀ ଥାନାରେ ଏକ ମାମଲା ରୁଜୁ ହୋଇଛି। ପୋଲିସ ସଂପୃକ୍ତ ନାବାଳକକୁ ଅଟକ ରଖି ପଚରା ଉଚରା କରୁଛି।

ନାବାଳିକା ପୀଡ଼ିତାକୁ ପ୍ରଥମେ ଟାଙ୍ଗୀ ଡାକ୍ତରଖାନା ଏବଂ ପରେ ଖୋର୍ଦ୍ଧା ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ଉଭଟେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ବଡ଼ପାରୀ ନୋଡାଲ ସ୍କୁଲର ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀ। ଆଜି ସାଧାରଣତନ୍ତ୍ର ଦିବସରେ ସ୍କୁଲରେ ପଚାକା ଉତ୍ତୋଳନ ପରେ ଉଭୟେ ସ୍ଥାନୀୟ ବ୍ରଜ ଗୋପୀକା ଧାମ ବୁଲିବାକୁ ଯାଇଥିବା ବେଳେ ସେଠାରେ ଏଭଳି ଅଭାବନୀୟ ଘଟଣା ଘଟିଛି।

   Related Posts