Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ଆଜି ସାଢେ ୪ରେ ବଡ ଘୋଷଣା କରିବେ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସଂକ୍ରମଣ ରୋକିବାକୁ ନିଆଯାଇପାରେ କଡା ପଦକ୍ଷେପ

30/04/2021 at 11:24 AM

ଭୁବନେଶ୍ୱର, ୩୦/୦୪ : ବଡ ଘୋଷଣା କରିବେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର । ଶୁକ୍ରବାର ଅପରାହ୍ନ ୪ଟା ୩୦ରେ ଅତିରିକ୍ତ ମୁଖ୍ୟ. ଶାସନ ସଚିବ ବା ଏସିଏସ କିଛି ବଡ ଘୋଷଣା କରିବେ ବୋଲି ସୂଚନା ମିଳିଛି ।

ରାଜ୍ୟରେ କରୋନା ସ୍ଥିତି ସଙ୍ଗୀନ ରହିଛି । ଗତ ୨୪ ଘଣ୍ଟାରେ ୮୦୦୦ରୁ ଅଧିକ ପଜିଟିଭ୍ କେସ୍ ବାହାରିଥିବା ବେଳେ ୧୪ ଜଣଙ୍କ ଜୀବନ ଯାଇଛି । ରାଜ୍ୟରେ ସଂକ୍ରମଣ ପ୍ଲାଟୋ ଷ୍ଟେଜରେ ଥିଲେ ମଧ୍ୟ କେତେବେଳେ କମବେଶୀ ମଧ୍ୟ ହେଉଛି । ବିପଦ ରହିଥିବା ସତ୍ତ୍ୱେ ଅନେକ ବ୍ୟକ୍ତି ଓ ବ୍ୟବସାୟୀକ ପ୍ରତିଷ୍ଠାନ ନିୟମ ମାନୁ ନାହାଁନ୍ତି । ଗାଇଡଲାଇନ୍ ପାଳନ କରୁନାହାଁନ୍ତି । ଫଳରେ ସଂକ୍ରମଣ ବ୍ୟାପୁଥିବା ଦେଖିବାକୁ ମିଳିଛି ।

ଗତ କିଛି ଦିନ ହେବ ଖୋର୍ଦ୍ଧା ଜିଲ୍ଲାରେ ସଂକ୍ରମଣ ସବୁଠାରୁ ଅଧିକ ରହିଛି । ଅଧିକ ପଜିଟିଭ୍ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟାରେ ଏଠାରେ ୧୪୦୦ରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହା ଚିନ୍ତା ବଢାଇଦେଇଛି । ଏସବୁକୁ ନଜରରେ ରଖି ଅତିରିକ୍ତ ମୁଖ୍ୟ ଶାସନ ସଚିବ କିଛି ବଡ ନିଷ୍ପତ୍ତି ନେଇପାରନ୍ତି ବୋଲି ସୂଚନା ମିଳିଛି ।

   Related Posts