Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

୨ କୋଟି ଟଙ୍କାର ଜିଏସ୍‌ଟି ଠକେଇ ମାମଲା: ଥାନାରେ ଜଣେ ଅଟକ

8/11/2020 at 3:49 PM

ବାଲାଙ୍ଗୀର୮/୧୧: ଚାଷଙ୍କୁ ଋଣ ଦେବେ କହି ୨ କୋଟି ଟଙ୍କାର ଜିଏସ୍‌ଟି ଠକେଇ ଘଟଣାରେ ଆକ୍ସନ ମୋଡ୍‌ରେ ବଲାଙ୍ଗୀର ପୋଲିସ୍। ନ୍ୟୁଜ ସେଭେନ୍‌ରେ ଖବର ପ୍ରସାରଣ ପରେ ପୋଲିସ୍‌ ଜଣେ ମହିଳାଙ୍କୁ ଥାନାରେ ଅଟକ ରଖିଛି।

ସୂଚନଥାଉକି ଏହି ଘଟଣାରେ ଠକାମୀର ଶିକାର ହୋଇଥିବା ୨ ଜଣ ବିରେନ୍ଦ୍ର ଭୋଇ ଓ ସବିତା ରଣା ଦେଓଗାଁ ଥାନା ଏବଂ ସଇଁତଳା ଥାନାରେ ଅଭିଯୋଗ କରିଥିଲେ। ଏମାନଙ୍କ ଅଭିଯୋଗ ଆଧାରରେ ପୋଲିସ୍ ମାମଲା ରୁଜୁ କରି ଜଣଙ୍କୁ ଥାନାରେ ଅଟକ ରଖିଛି। ସେମାନେ ଅଭିଯୋଗରେ ଉଲ୍ଲେଖ କରିଥିଲେ ଯେ, ଶିନ୍ଦୂଜା ଷ୍ଟିଲ ନାମକ ଏକ କମ୍ପାନୀର ୨ କୋଟି ଟଙ୍କା ଜିଏସ୍‌ଟି ଠକେଇରେ ସଂପୃକ୍ତି ରହିଛି।

   Related Posts