Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||

ରାଜ୍ୟରେ ମୌସୁମୀ ସକ୍ରିୟ

27/06/2018 at 5:13 AM

ରାଜ୍ୟରେ ମୌସୁମୀ ସକ୍ରିୟ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଧୀରେ ଧୀରେ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଅଗ୍ରସର ହେଉଛି । ମୌସୁମୀ ୨୪ ଘଣ୍ଟା ମଧ୍ୟରେ ସାରା ଓଡ଼ିଶାକୁ ଛୁଇଁବ ବେ।ଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବାଂଲାଦେଶ ଓ ଏହାର ପାର୍ଶ୍ବବର୍ତ୍ତୀ ବଙ୍ଗେ।ପସାଗରରେ ଘୂର୍ଣ୍ଣିବଳୟ ଥିବାବେଳେ ବିହାର ଓ ପଶ୍ଚିମବଙ୍ଗ ମଧ୍ୟରେ ଆଉ ଏକ ଘୂର୍ଣ୍ଣିବଳୟ ରହିଛି । ଏହାର ପ୍ରଭାବରରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା ହେବ । ୨୯ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗିରହିବ । ଏହା ପରେ ବର୍ଷାର ପରିମାଣ କମିପାରେ । ମୌସୁମୀ ସକ୍ରିୟ ହେଲେ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ଘଣ୍ଟାକୁ ୪୫ କିମି ବେଗରେ ପବନ ବେ।ହିବାର ସମ୍ଭାବନା ରହିଛି । ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

   Related Posts