Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

ଦୁର୍ଘଟଣାର ଶିକାର ହେଲେ ବଲିଉଡ ଅଭିନେତ୍ରୀ ଶାବାନା ଆଜମୀ !

18/01/2020 at 4:57 PM

ମୁମ୍ବାଇ ୧୮।୦୧:  ବଲିଉଡ ଅଭିନେତ୍ରୀ ଶାବାନା ଆଜମୀଙ୍କ ଗାଡି ଦୁର୍ଘଟଣାଗ୍ରସ୍ଥ । ମୁମ୍ବାଇ-ପୁଣେ ଏକ୍ସପ୍ରେସ୍‌ରେ ଦୁର୍ଘଟଣା ଘଟିଥିବା ସୂଚନା । ଦୁର୍ଘଟଣାରେ ଶାବାନା ଆଜମୀଙ୍କ ଆଘାତ ଲାଗିଛି । ତାଙ୍କୁ ଆହତ ଅବସ୍ଥାରେ ନିକସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ମୁମ୍ବାଇ-ପୁଣେ ଏକ୍ସପ୍ରେସ୍‌ରେ ଶାବାନା ଆଜମୀ ଗସ୍ତ କରୁଥିବା ସମୟରେ ଏକ ଟ୍ରକ ପଛ ପଟୁ ଧକ୍କା ଦେଇଥିବାର ଖବର ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ଦୁର୍ଘଟଣାସ୍ଥଳର ଫଟୋ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି ।

   Related Posts