Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||
  • ଭୁବନେଶ୍ବର : ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ଓଡିଶା ଟେଲିଭିଜନ କଳାକାର ଆସୋସିଏସନ ପକ୍ଷରୁ ଅଭିନେତ୍ରୀ ଦୀପାଙ୍କୁ ଆର୍ଥିକ ସହାୟତା

1/07/2020 at 8:33 PM

ଭୁବନେଶ୍ୱର, ୦୧|୦୭:  ଓଡିଶା ଟେଲିଭିଜନ କଳାକାର ଆସୋସିଏସନ ବା OTAA) ପକ୍ଷରୁ ଏମ୍ସରେ  ଚିକିତ୍ସିତ ହେଉଥିବା ଅଭିନେତ୍ରୀ ଦୀପା ସାହୁଙ୍କୁ ଆର୍ଥିକ ସାହାଯ୍ୟ କରାଯାଇଛି ।

 ଅଭିନେତ୍ରୀ ଦୀପା ଗତ ଏକ ବର୍ଷ ହେବ ଗର୍ଭାଶୟ କର୍କଟରେ ପୀଡ଼ିତ ଅଛନ୍ତି । ବର୍ତ୍ତମାନ ସେ କ୍ୟାନସରର ଥାର୍ଡ ଷ୍ଟେଜ୍‌ରେ ରହିଛନ୍ତି । ସମସ୍ତେ ତାଙ୍କର ଆଶୁ ଆରୋଗ୍ୟ କାମନା କରିବା ସହିତ ସେ ଶୀଘ୍ର ସୁସ୍ଥ ହୋଇ ଯାଆନ୍ତୁ ବୋଲି ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।

   Related Posts