Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||
  • ରାଇରଙ୍ଗପୁର: କଲୋନୀରେ ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର
  • ||
  • ନବରଙ୍ଗପୁର : ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • କାମାକ୍ଷାନଗର : ବାଇକ୍‌କୁ ଧକ୍କା ଦେଲା ହାଇଓ୍ବା, ଜଣେ ମୃତ, ଜଣେ ଗୁରୁତର
  • ||
  • ବଲାଙ୍ଗୀର: ଆକ୍ସନ ମୋଡ୍‌ରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ, ଆରମ୍ଭ କଲେ ନୂଆ ପ୍ରକଳ୍ପ
  • ||
  • ବରଗଡ : ବାଲି ବୋଝେଇ ଟ୍ରାକ୍ଟର ଓ ବାଇକ୍ ମୁହାଁମୁହିଁ ଧକ୍କା, ୨ ଜଣ ମୃତ
  • ||
  • ଭୁବନେଶ୍ବର : ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ମିଳିବ ‘ପରୀକ୍ଷା ଦର୍ପଣ’, ପରୀକ୍ଷା ପାଇଁ ହେବ ସହାୟକ
  • ||

ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ

25/11/2020 at 10:10 AM

ଭୁବନେଶ୍ବର ୨୫।୧୧: ଭିଜିଲାନ୍ସ ଜାଲରେ ଅତିରିକ୍ତ ପିସିସିଏଫ୍‌ । ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ ଭିଜିଲାନ୍ସ ଜାଲରେ ପଡିଛନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି ।

ଭୁବନେଶ୍ବରର ୫ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢାଉ ଜାରି ରହିଛି । ଏହାସହ ମହାରାଷ୍ଟ୍ରର ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ମଧ୍ୟ ଚଢାଉ କରାଯାଇଛି । ଭୁବନେଶ୍ବର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ୱାରେଣ୍ଟ ବଳରେ ଚଢାଉ ଜାରି ରହିଛି ।

   Related Posts