ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
25/11/2020 at 10:10 AM

ଭୁବନେଶ୍ବର ୨୫।୧୧: ଭିଜିଲାନ୍ସ ଜାଲରେ ଅତିରିକ୍ତ ପିସିସିଏଫ୍ । ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକ ଭିଜିଲାନ୍ସ ଜାଲରେ ପଡିଛନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି ।
ଭୁବନେଶ୍ବରର ୫ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢାଉ ଜାରି ରହିଛି । ଏହାସହ ମହାରାଷ୍ଟ୍ରର ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ମଧ୍ୟ ଚଢାଉ କରାଯାଇଛି । ଭୁବନେଶ୍ବର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ୱାରେଣ୍ଟ ବଳରେ ଚଢାଉ ଜାରି ରହିଛି ।
Related Posts
ପଥ ହୁଡୁଛି ବିକାଶ! ଏବେ ବି ସମସ୍ୟା ଘେରରେ ରାଇକଳାବାସୀ
21 January 2021
ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
21 January 2021