Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବତନ ବିଧାୟକ ଅରୁଣ ଦେ’ ଙ୍କ ପରଲୋକ, କରୋନାରେ ଆକ୍ରାନ୍ତ ପରେ ଚାଲିଥିଲା ଚିକିତ୍ସା
  • ||
  • ସାଗର ହତ୍ୟାକାଣ୍ଡରେ ଦିଲ୍ଲୀ କ୍ରାଇମ ବ୍ରାଞ୍ଚର ୧୭୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ, ସୁଶୀଲ କୁମାର ମୁଖ୍ୟ ଅଭିଯୁକ୍ତ
  • ||
  • ଅନୁଗୋଳ : କାଲି ଜଣଙ୍କର, ଆଜି ଆଉ ଜଣଙ୍କର ମିଳିଲା ମୃତଦେହ : ଏବେବି ଜଣେ ନିଖୋଜ
  • ||
  • ଭୁବନେଶ୍ବର : ଓଡିଶାରେ କମ୍ ରହିଛି ଆର୍ ଭାଲ୍ୟୁ, ୧ ଉପରେ ରହିଲେ ବଢିବ ସଂକ୍ରମଣ : ଡିଏମଇଟି
  • ||
  • ସୋର : ଭୋଜି କରିବାକୁ ଯାଇ ଫେରିଲେନି ଯୁବକ, ମେଡିକାଲରେ ମୃତ୍ୟୁ : ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ଯାଜପୁର : ଆସନ୍ତା ୪ରୁ ଖୋଲିବ ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର, ଅନୁମତି ଦେଲେ ଜିଲ୍ଲାପାଳ
  • ||
  • ଖଲ୍ଲିକୋଟ : ଖୋଲିଲା ତମ୍ପରା ହ୍ରଦ, ବୋଟିଂର ମଜା ନେଉଛନ୍ତି ପର୍ଯ୍ୟଟକ
  • ||
  • ଚାନ୍ଦବାଲି : ବିଦ୍ୟାଳୟ ବରଣ୍ଡାରେ ପଡିଛି ଅଚିହ୍ନା ବୃଦ୍ଧଙ୍କ ମୃତଦେହ, ତଦନ୍ତ ଆରମ୍ଭ କଲା ପୋଲିସ
  • ||
  • ରାଉରକେଲା : ଆସନ୍ତା ୭ରେ ୧୨ ଘଣ୍ଟିଆ ସୁନ୍ଦରଗଡ ବନ୍ଦ, ଦ୍ବିତୀୟ ଏମ୍ସ ପ୍ରତିଷ୍ଠା ଦାବିରେ ବନ୍ଦ ଡାକରା
  • ||
  • ଚାନ୍ଦବାଲି : ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ କାଉଡିଆଙ୍କ ଭିଡକୁ ଦୃଷ୍ଟିରେ ରଖି କଟକଣା ଜାରି, ଭକ୍ତଶୂନ୍ୟ ମନ୍ଦିର ପରିସର
  • ||

ମୁହଁ ଖୋଲିଲେ ରହସ୍ୟମୟୀ, କହିଲେ- ‘ମୁଁ ନୁହେଁ ସାଇକୋ ଲେଡି, ଅଦାଲତକୁ ଯିବି’, କିନ୍ତୁ ଆଦିତ୍ୟଙ୍କ ସହ ପ୍ରେମ ଥିବା ମାନିଲେ, ସତ ସାମ୍ନାକୁ ଆସିବା ଚାହିଁଲେ

3/09/2020 at 9:46 PM

ଭୁବନେଶ୍ୱର, ୦୩।୯:   ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ମୁହଁ ଖୋଲିଛନ୍ତି ରହସ୍ୟମୟୀ ମହିଳା ଚିନ୍ମୟୀ ମହାପାତ୍ର । ଏହାସହ ସେ ନିଜକୁ ନିର୍ଦୋଷ ବୋଲି କହିବା ସହ ଆଇନର ଆଶ୍ରୟ ନେବେ ବୋଲି ମଧ୍ୟ କହିଛନ୍ତି ।

ଚିନ୍ମୟୀ କହିଛନ୍ତି ଯେ, ଆଦିତ୍ୟଙ୍କ ସହ ତାଙ୍କର ସାଧାରଣ ପ୍ରେମ ସମ୍ପର୍କ ଥିଲା । କୌଣସି ଏକ ତରଫା ପ୍ରେମ ସମ୍ପର୍କ ନଥିଲା ।  ସାଇକୋ ଲେଡି ପୁରା ମିଛ । ଏହା ବିରୋଧରେ ସେ ଆଇନର ଆଶ୍ରୟ ନେବାକୁ ବାଧ୍ୟ ହେବେ ବୋଲି କହିଛନ୍ତି । ଆଦିତ୍ୟଙ୍କ ବିବାହ ପରଠୁ ତାଙ୍କ ସହ କୌଣସି ସମ୍ପର୍କ ନଥିଲା । ଉଭୟଙ୍କ ମଧ୍ୟରେ ଫେସବୁକରୁ ସମ୍ପର୍କ ଥିଲା । ଆଦିତ୍ୟଙ୍କ ସହ ସୁସମ୍ପର୍କ ଥିଲା । ଏପରିକି ସେ ଆଦିତ୍ୟଙ୍କ ଆଶ୍ରମକୁ ମଧ୍ୟ ବୁଲି ଯାଇଥିବା କହିଛନ୍ତି ।

ସେ ଆହୁରି କହିଛନ୍ତି ଯେ, ସେ ମଧ୍ୟ ଚାହାଁନ୍ତି ଯେ ଆଦିତ୍ୟଙ୍କୁ ନ୍ୟାୟ ମିଳୁ । ଦୋଷୀ ସାମ୍ନାକୁ ଆସୁ । ଏପରିକି ବିସ୍ମିତ ଯାହା ଅଭିଯୋଗ ଆଣିଛନ୍ତି ସେ ତାହାକୁ ସମ୍ପୂର୍ଣ୍ଣ ଖଣ୍ଡନ କରିଛନ୍ତି । ଏହି ଅଭିଯୋଗର କୌଣସି ସତ୍ୟତା ନାହିଁ ।  ତାଙ୍କ ବିରୋଧରେ ମିଛ ଅପପ୍ରଚାର ହେଉଥିବା ମଧ୍ୟ ସେ କହିଚନ୍ତି ।

   Related Posts