Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୬ ହଜାରରୁ ଅଧିକ କରୋନା ପଜିଟିଭ୍, ୭୩୩ ମୃତ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୧୨ କୋଭିଡ୍ ପଜିଟିଭ୍
  • ||
  • କରଞ୍ଜିଆରେ ମାତିଛନ୍ତି ଝାଡଖଣ୍ଡୀ ହାତୀ, ନଷ୍ଟ କରୁଛନ୍ତି ଏକର ଏକର ଫସଲ
  • ||
  • ସିରିଜ୍‌ ଦୁର୍ଘଟଣା, ପଛକୁ ପଛ ଧକ୍କା ହେଲେ ୮ ଗାଡ଼ି ; ୩ ମୃତ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସୋନପୁର ବନ୍ଦ ପାଳନ
  • ||
  • ଓଡିଶା ଆସୁଛନ୍ତି କେନ୍ଦ୍ର କୋଇଲା ମନ୍ତ୍ରୀ, ଗସ୍ତ କରିବେ ପାରାଦୀପ ଓ ତାଲଚେର
  • ||

ଆଦିବାସୀଙ୍କ ପ୍ରତି ଅତ୍ୟାଚାର ଓ ନ୍ୟାୟ ନ ମିଳିବା ପ୍ରତିବାଦ, ଜିଲ୍ଲାପାଳଙ୍କ ଅଫିସ୍ ଘେରିଲେ ହଜାର ହଜାର ଆଦିବାସୀ

7/09/2021 at 2:55 PM

ନୂଆପଡା ୭।୯: ଜିଲ୍ଲାପାଳଙ୍କ ଅଫିସ୍ ଘେରିଲେ ଆଦିବାସୀ । ଆଦିବାସୀଙ୍କ ପ୍ରତି ହେଉଥିବା ବିଭିନ୍ନ ଅତ୍ୟାଚାର ଓ ନ୍ୟାୟ ନ ମିଳିବା ପ୍ରତିବାଦରେ ଜିଲ୍ଲାପାଳଙ୍କ ଅଫିସ୍ ଘେରିଲେ ଜିଲ୍ଲାର ହଜାର ହଜାର ଆଦିବାସୀ । ପାରମ୍ପରିକ ଅସ୍ତ୍ରଶସ୍ତ୍ର ସହ ରାଲି କରି ଜିଲ୍ଲାପାଳଙ୍କ ଅଫିସ୍ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ପୋଲିସ ପକ୍ଷରୁ ଗୋଟିଏ ପ୍ଲାଟୁନ୍ ଫୋର୍ସ ମୃତୟନ ସହ ସହ କଡା ସୁରକ୍ଷା ବ୍ୟବସ୍ଥା ।

   Related Posts