Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେପିକୁ ତିର୍ତ୍ତୋଲବାସୀ ନିଶ୍ଚୟ ଜିତାଇବେ ଏବଂ ପ୍ରଧାନମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବେ- ଧର୍ମେନ୍ଦ୍ର
  • ||
  • PL 2020: ଗର୍ଜିଲା କ୍ରିସ୍ ଗେଲଙ୍କ ବ୍ୟାଟ୍, ରାଜସ୍ଥାନ ସମ୍ମୁଖରେ ୧୮୬ ରନର ବିଜୟ ଲକ୍ଷ୍ୟ ରଖିଲା କିଙ୍ଗ୍ସ ଏକାଦଶ ପଞ୍ଜାବ
  • ||
  • ଅଟୋକୁ ଧକ୍କା ଦେଲା କାର୍, ଜଣେ ମୃତ, ୪ ଗୁରୁତର
  • ||
  • ବାଇକ୍ ସହ ଧକ୍କା ହୋଇ ରାସ୍ତା କଡକୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ସେନେଗଲ୍‌ ଉପକୂଳ ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କ ଡଙ୍ଗା: ୧୪୦ ଜଣଙ୍କ ମୃତ୍ୟୁ, ବଞ୍ଚିଗଲେ ୬୦
  • ||
  • ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୩୭
  • ||
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||

SCBକୁ ବିଶ୍ବସ୍ତରୀୟ କରିବା ଲାଗି ପଦକ୍ଷେପ, ୧୦ଜଣିଆ ପରାମର୍ଶ କମିଟି ଗଠିତ

1/03/2020 at 4:44 PM

କଟକ ୧।୩ : କଟକ ଏସସିବି ମେଡିକାଲ କଲେଜକୁ ବିଶ୍ବସ୍ତରୀୟ କରିବା ଲାଗି ରାଜ୍ୟ ସରକାରଙ୍କ ପ୍ରଥମ ପଦକ୍ଷେପ । ଏହି ଯୋଜନାକୁ ରୂପ ଦେବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ଜଣ ଖ୍ୟାତନାମା ଡାକ୍ତରଙ୍କର ଏକ ଉପଦେଷ୍ଟା ଟିମ୍ ନିଯୁକ୍ତ କରିଛନ୍ତି । ଏହି ଟିମ୍ ରେ ଅଛନ୍ତି ୭ଜଣ ପଦ୍ମ ପୁରସ୍କାରପ୍ରାପ୍ତ ଡାକ୍ତର ।

ଟିମ୍ ଅଛନ୍ତି ବିଶିଷ୍ଟ ଡାକ୍ତର ରମାକାନ୍ତ ପଣ୍ଡା, ଡାକ୍ତର ଦେବୀ ସେଟ୍ଟୀ, ଡାକ୍ତର କେ. ଶ୍ରୀନାଥ ରେଡ୍ଡୀ, ପ୍ରଫେସର ଡାକ୍ତର ସୁବ୍ରତ ଆଚାର୍ଯ୍ୟ, ପ୍ରଫେସର ଡାକ୍ତର ମୁକୁଟ ମିଞ୍ଜ, ପ୍ରଫେସର ଡାକ୍ତର ଦିଗମ୍ବର ବେହେରା, ଡାକ୍ତର ରାଜନ ବାଦୁଏ, ଡାକ୍ତର ଜଗତ ନରୁଲା, ଡାକ୍ତର ଜିଏ.ଏନ୍ ରାଓ ଏବଂ ପ୍ରଫେସର ଡାକ୍ତର ପୂର୍ଣ୍ଣ ଚନ୍ଦ୍ର ମହାପାତ୍ର ।

ରାଜ୍ୟ ସରକାରଙ୍କ 5-T ଯୋଜନାରେ ଗତ ନଭେମ୍ବର ମାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏସସିବି ମେଡିକାଲ କଲେଜକୁ ବିଶ୍ବସ୍ତରୀୟ କରିବା ନେଇ ଘୋଷଣା କରିଥିଲେ ।

   Related Posts