Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିମାନରେ ଆସିଲେ ବି ୧୪ ଦିନିଆ କ୍ବାରେଣ୍ଟାଇନ୍‌ ଜରୁରୀ
  • ||
  • ଆରଟିପିସିଆର ନେଗେଟିଭ୍‌ ରିପୋର୍ଟ ଦେଖାଇଲେ ରାଜ୍ୟକୁ ମିଳିବ ଏଣ୍ଟ୍ରି
  • ||
  • ପଶ୍ଚିମବଙ୍ଗ ସୀମାକୁ ଲାଗିଥିବା ସମସ୍ତ ସୀମା ସିଲ୍‌ ହେବ
  • ||
  • ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ଗୁରୁତ୍ବପୂର୍ଣ୍ଣ ସୂଚନା
  • ||
  • ପଶ୍ଚିମବଙ୍ଗରୁ ଆସିଲେ ୧୪ ଦିନିଆ କ୍ବାରେଣ୍ଟାଇନ୍‌ ବାଧ୍ୟତାମୂଳକ
  • ||
  • ଭୁବନେଶ୍ବରରେ ରିଙ୍ଗ୍‌ ରୋଡ୍ ପାଇଁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ, ରାଜ୍ୟ ସରକାର ବହନ କରିବେ ୬୦୦ କୋଟି ଟଙ୍କା
  • ||
  • ଭୁବନେଶ୍ବର : BMCରେ ବଢିଲା ରାପିଡ୍ ରେସପନ୍ସ ଟିମ୍ ସଂଖ୍ୟା, ୬୭ଟି ୱାର୍ଡ ପାଇଁ ୩୯ଟିମ୍
  • ||
  • ଭୁବନେଶ୍ବର : ପ୍ରଧାନମନ୍ତ୍ରୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ, ଦେଶରେ ଅକ୍ସିଜେନ୍ ଆବଶ୍ୟକତାକୁ ପୂରଣ ପାଇଁ ସହଯୋଗ କରିବ ଓଡିଶା
  • ||
  • କେନ୍ଦୁଝର : ଶୌଚ ସାରି ଫେରିବା ବେଳେ ବଜ୍ରପାତ, ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ରାଉରକେଲା : ବ୍ରାହ୍ମଣୀ ବ୍ରିଜ୍‌ରୁ ନଦୀକୁ ଡେଇଁଲେ ମହିଳା, ଗୁରୁତର ଅବସ୍ଥାରେ ଉଦ୍ଧାର
  • ||

ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଫସଲ ସୁରକ୍ଷା ପାଇଁ ଆଡଭାଇଜରୀ ଜାରି

5/11/2019 at 6:13 PM

ଭୁବନେଶ୍ୱର ୦୫।୧୧ -ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ପରିଣତ ହୋଇଛି ।  ଆସନ୍ତା କାଲି ସକାଳେ ଏହା ବାତ୍ୟାର ରୂପ ନେବ । ପାରାଦୀପ ଠାରୁ ୯୫୦ କିଲୋମିଟର ଦୂରରେ ଏହା କେନ୍ଦ୍ରୀଭୂତ ହୋଇଛି । ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡ଼କୁ ମୁହାଁଇବ ।

ବାତ୍ୟା ନୁହେଁ ବରଂ ବର୍ଷା ପାଇଁ ସତର୍କ ରହିବାକୁ ୧୫ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି ଏସଆରସି । ଆସନ୍ତା ୮ ତାରିଖ ବେଳକୁ ଓଡ଼ିଶା ଉପକୂଳରେ ବର୍ଷା ଲାଗି ରହିବ ବୋଲି କହିଛନ୍ତି । ତେବେ ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଚାଷୀମାନଙ୍କୁ ସେମାନଙ୍କ ଫସଲ ସୁରକ୍ଷା ପାଇଁ ଆଡଭାଇଜରୀ ଜାରି କରାଯାଇଛି ।

ତେବେ ଏହା କେଉଁ ସ୍ଥାନରେ ସ୍ଥଳଭାଗ ଛୁଇଁବ ତାହା ଜଣାପଡ଼ି ନାହିଁ । ବାତ୍ୟା ବୁଲବୁଲକୁ ନେଇ ଏଭଳି କିଛି ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । ସେପଟେ ଏସଆରିସିଙ୍କ ସୂଚନା ଓଡ଼ିଶା ଉପକୂଳ ଛୁଇଁ ନପାରେ ବାତ୍ୟା । ଏଥି ପାଇଁ ଲୋକମାନଙ୍କୁ ଆତଙ୍କିତ ନହେବାକୁ ପରାମର୍ଶ ଦିଆଯାଇଛି ।

   Related Posts