Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗ୍ରୋସରୀ ଦୋକାନରୁ ଲୁଟ୍, ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି
  • ||
  • ଜଳେଶ୍ୱର : ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଗାଡିରେ ଥିଲେ ୫୦ରୁ ଅଧିକ ଲୋକ
  • ||
  • ନୂଆଦିଲ୍ଲୀ : ଦେଶ ପାଳୁଛି ୭୨ତମ ସାଧାରଣତନ୍ତ୍ର ଦିବସ
  • ||
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||

୨ ମାସ ଗ୍ରୀଷ୍ମ ଛୁଟି ପରେ ଆଜି ଖୋଲିଚି ରାଜ୍ୟର ସମସ୍ତ ସ୍କୁଲ

26/06/2018 at 7:01 AM

ସରିଲା ଗ୍ରୀଷ୍ମ ଛୁଟି । ଆଜି ଠାରୁ ରାଜ୍ୟର ସମସ୍ତ ସ୍କୁଲ୍ ଖୋଲିଛି । ନିୟମିତ ଭାବେ କ୍ଲାସ ଚାଲିବ । ଦୁଇ ମାସ ପରେ ସ୍କୁଲ ଖୋଲିଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସାହ । ବର୍ଷା ସତ୍ତ୍ବେ ପିଲାମାନେ ବ୍ୟାଗ ଧରି ସ୍କୁଲରେ ହାଜର ଛାତ୍ରଛାତ୍ରୀ । ଏହାକୁ ଦୃଷ୍ଟିରେ ରଖି ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ନିର୍ଧାରିତ ସମୟରେ ସ୍କୁଲ୍ ରେ ଯୋଗଦେବାକୁ କୁହାଯାଇଛି । ବିଦ୍ୟାଳୟ କ୍ୟାମ୍ପସ୍ ରେ ଛାତ୍ରଛାତ୍ରୀଙ୍କ ସୁରକ୍ଷା ପ୍ରତି ଦୃଷ୍ଟି ଦେବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ସ୍କୁଲ୍ ପ୍ରଧାନଶିକ୍ଷକ/ପ୍ରଧାନଶିକ୍ଷୟିତ୍ରୀଙ୍କୁ ନିର୍ଦେଶ ଦିଆଯାଇଛି । ଜୁନ୍ ୧୮ରେ ଗ୍ରୀଷ୍ମ ଛୁଟି ଶେଷ ହେବାର ଥିଲା । କିନ୍ତୁ ପ୍ରବଳ ଖରା ଯୋଗୁଁ ପ୍ରଥମେ ଗ୍ରୀଷ୍ମ ଛୁଟିକୁ ଜୁନ୍ ୨୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିଲା । ପରେ ଗ୍ରୀଷ୍ମ ଛୁଟିକୁ ଜୁନ୍ ୨୫ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଥିଲା । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ । ଆମ ଜୟପୁର ପ୍ରତିନିଧି ଆଲୋଚନା କରିଛନ୍ତି ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଛାତ୍ରଛାତ୍ରୀଙ୍କ ସହ ….

   Related Posts