Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନାରୁ ଶିଶୁଙ୍କ ସୁରକ୍ଷା ପାଇଁ କମିଟି ଗଠନ, ସବୁ କୋଭିଡ୍ ହସ୍ପିଟାଲ୍ରେ ହେଲ୍ପ ଡେସ୍କ ବାଧ୍ୟତାମୂଳକ
  • ||
  • ଜଟିଳ ହେବାରେ ଲାଗିଛି ଭୁବନେଶ୍ଵରରେ କରୋନା ସ୍ଥିତି, ଆଜି ୧୩୫୩ ପଜିଟିଭ୍ ଚିହ୍ନଟ
  • ||
  • ଜୁନ ୧୫ ଯାଏଁ ଶ୍ରୀମନ୍ଦିର ବନ୍ଦ, ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଶାସନର ବଡ ନିଷ୍ପତ୍ତି
  • ||
  • ଆଜି ସୁସ୍ଥରେ ରେକର୍ଡ, ସୁସ୍ଥ ହୋଇ ଘରକୁ ଫେଲେ ୧୨୦୭୭ ଆକ୍ରାନ୍ତ
  • ||
  • ୧୭ ମେ ସୋମବାର ଖୋଲିବ କେଦାରନାଥ ଧାମ କବାଟ ।। ତୀର୍ଥ ପୁରୋହିତ ସୀମିତ ସଂଖ୍ୟକ ଲୋକଙ୍କ ଉପସ୍ଥିତିରେ ବିଧିବିଧାନ ସହ କବାଟ ଖୋଲିବ ।। ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ଜନତାଙ୍କ କଲ୍ୟାଣ ନିମନ୍ତେ ହେବ ପ୍ରଥମ ପୂଜା ।।
  • ||
  • ଆଗାମୀ ୩ ଦିନରେ ରାଜ୍ୟକୁ ମିଳିବ ଭ୍ୟାକସିନ୍‌ର ୫୧ ଲକ୍ଷ ଡୋଜ୍‌
  • ||
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ, ନେଇପାରେ ଅବପାତର ରୂପ
  • ||
  • ସଂକ୍ରମଣ ସାମାନ୍ୟ କମିଲା : ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୧୧ ହଜାରରୁ ଅଧିକ ପଜିଟିଭ୍, ୪୦୭୭ ମୃତ
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୭୩୨ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୩୧୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ଦୀର୍ଘ ୭ ମାସ ପରେ ଆରମ୍ଭ ହେଲା ରୋପଓ୍ବେ ସେବା: ଜାରି ହେଲା କରୋନା କଟକଣା

7/11/2020 at 4:34 PM

ସମ୍ବଲପୁର୭/୧୧: ଦୀର୍ଘ ୭ ମାସର ବ୍ୟବଧାନ ପରେ ଆରମ୍ଭ ହେଲା ରୋପଓ୍ବେ ସେବା। ସମ୍ବଲପୁର ହୀରାକୁଦ ଠାରେ ଥିବା ରୋପଓ୍ବେ ସେବା ଆଜିଠାରୁ ବିଧିବଦ୍ଧ ଭାବେ ଆରମ୍ଭ ହୋଇଛି। କରୋନା କଟକଣା ଯୋଗୁଁ ଦୀର୍ଘ ୭ ମାସ ଧରି ହୀରାକୁଦର ରୋପଓ୍ବେ ସେବା ବନ୍ଦ ରହିଥିଲା|

ତେବେ ଆଜିଠାରୁ ବିଧିବଦ୍ଧ ସୁରକ୍ଷା ସେବା ଗ୍ରହଣ କରି ଏହି ସେବା ଆରମ୍ଭ କରାଯାଇଥିବା ସମ୍ବଲପୁର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି |

ତେବେ ପର୍ଯ୍ୟଟନସ୍ଥଳ ଗୁଡିକ ପ୍ରତି ଜାରି ହୋଇଥିବା ଏସଓପି ପାଳନ କରିବା ସହ ସାମାଜିକ ଦୂରତା ରକ୍ଷା କରି ଏହି ସେବା ପର୍ଯ୍ୟଟକଙ୍କୁ ଯୋଗାଇ ଦିଆଯିବ|

   Related Posts