Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଲଗାଣ ବର୍ଷା ପରେ ସ୍ଥିତି ବେହାଲ, ଗେଙ୍ଗୁଟି ନଦୀ ବନ୍ଧରେ ୨୦୦ ଫୁଟର ଫାଟ

27/09/2021 at 9:01 AM

ଭଦ୍ରକ ୨୭/୦୯: ଲଗାଣ ବର୍ଷା ଓ ବନ୍ୟା ପରେ ଫାଟୁଛି ନଦୀ ବନ୍ଧ । ଭଦ୍ରକ ଜିଲ୍ଲା ଧାମନଗର ବ୍ଳକ ଦଳାଙ୍ଗ ପଞ୍ଚାୟତ ରାମେଶ୍ୱର ପୁର ମଳିକ ସାହି ଠାରେ ନଦୀ ବନ୍ଧରେ ଫାଟ ସୃଷ୍ଟି ହୋଇଛି । ଗେଙ୍ଗୁଟି ନଦୀରେ ପ୍ରାୟ ୨୦୦ ଫୁଟ ଫାଟ ସୃଷ୍ଟି ହେଇଥିବା ସୂଚନା ମିଳିଛି । ପୂର୍ବରୁ ମଧ୍ୟ ସମାନ ସ୍ଥାନରେ ନଦୀ ବନ୍ଧ ଫାଟିବା ସହ ବନ୍ଧ ଧସିଥିଲା ।

ହେଲେ ବାରମ୍ବାର ମରାମତି ସତ୍ତ୍ୱେ ମଧ୍ୟ ବନ୍ଧ ଧସିବାରେ ଲାଗିଛି । ସେପଟେ ମରାମତି ବେଳେ ନୂଆ ମାଟି ପକାଇବା ସହ ଠିକ ଭାବେ ରୋଲିଂ ହେଉନଥିବାରୁ ବନ୍ଧରେ ଫାଟ ସୃଷ୍ଟି ହେଉଥିବା ଅନୁମାନ କରାଯାଉଛି ।

   Related Posts