Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

କଂଗ୍ରେସରୁ ଇସ୍ତଫା ଦେବା ପରେ ବିଜେଡିରେ ସାମିଲ ହେବେ କୁଲେସିକା

20/10/2021 at 8:53 AM

କୋରାପୁଟ ୨୦/୧୦: କଂଗ୍ରେସ ଦଳରୁ ଇସ୍ତଫା ଦେବେ କୈଳାଶ କୁଲେସିକା । ଲକ୍ଷ୍ମୀପୁରର ପୁର୍ବତନ ବିଧାୟକ କଂଗ୍ରେସ ନେତା କୈଳାଶ କୁଲେସିକା ଭୁବନେଶ୍ବରରେ ବିଜେଡି ଦଳରେ ଯୋଗଦେବେ ।

ଲକ୍ଷ୍ମୀପୁର ବ୍ଲକର ଚେୟାରମେନ ଓ ବହୁ ସରପଞ୍ଚ, ସମିତି ସଭ୍ୟଙ୍କ ସହ ନାରାୟଣପାଟଣା, ବନ୍ଧୁଗାଁ, ଦଶମନ୍ତପୁର ବ୍ଲକର ଶତାଧିକ ପ୍ରମୁଖ କଂଗ୍ରେସ କର୍ମୀଙ୍କ ସହ ବିଜେଡିରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ବିଜେଡି ସାଂସଦ ସୁବାସ ସିଂଙ୍କ ଭୁବନେଶ୍ବର ସରକାରୀ ବାସଭବନରେ ମିଶ୍ରଣ କାର୍ଯ୍ୟକ୍ରମ ରହିଥିବା କୋରାପୁଟ ଜିଲ୍ଲା ବିଜେଡି ସଭାପତି ତଥା ରାଜ୍ୟ ବିହନ ନିଗମ ଅଧ୍ୟକ୍ଷ ଇଶ୍ବର ପାଣିଗ୍ରାହୀ ସୂଚନା ଦେଇଛନ୍ତି ।

   Related Posts