Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

କୋଭିଡ୍ କଟକଣା ଉଲଂଘନ ଅଭିଯୋଗରେ ପୁଣି ଅପରାଜିତା ଷଡ଼ଙ୍ଗୀଙ୍କ ନାଁରେ ଏତଲା: ମିଶ୍ରଣ ପର୍ବରେ ପିନ୍ଧି ନଥିଲେ ମାସ୍କ

11/10/2020 at 8:53 PM

ଖୋର୍ଦ୍ଧା୧୧/୧୦: କୋଭିଡ କଟକଣା ଉଲଂଘନ ଅଭିଯୋଗରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ନାମରେ ବୋଲଗଡ ଥାନାରେ  ଏତଲା ଦିଆଯାଇଛି । ସାଂସଦଙ୍କ ନାମରେ ଦିଆଯାଇଥିବା ଏତଲାରେ ଉଲ୍ଲେଖ ରହିଛି ସାଂସଦ ଗତକାଲି ପାଟପୁର ଶାସନ ପଞ୍ଚାୟତର ଏକ ମିଶ୍ରଣ କାର୍ଯ୍ୟକ୍ରମରେ କୋଭିଡ କଟକଣାକୁ ନମାନି କର୍ମୀଙ୍କ ସହ ମିଳାମିଶା କରିଛନ୍ତି ।

ସାମାଜିକ ଦୂରତା ପାଳନ କରିନାହାନ୍ତି, ମାସ୍କ ନ ପିନ୍ଧି ଦଳୀୟ କର୍ମୀ ସଭାରେ ଉପସ୍ଥିତ  ରହିଥିଲେ।  ତେଣୁ ସାଂସଦଙ୍କ  ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଏତଲା ଦେଇଛନ୍ତି ଅଭିଯୋଗକାରୀ ରାଇମୋହନ ପଟ୍ଟନାୟକ । କେସ୍ ନଂ ୧୭୧/୨୦ ରେ ପୋଲିସ ମାମଲା ରୁଜୁ କରି ଆଇପିସି ଧାରା ୨୬୯,୨୭୦ ଏବଂ ୪୩ ଦଫା ଲଗାଯାଇଛି।

   Related Posts