ଭୁବନେଶ୍ବରରେ ପୁଣି ଫୁଟିଲା ଗୁଳି, ଗୁରୁତର ଅବସ୍ଥାରେ ଯୁବକଙ୍କୁ ହସ୍ପିଟାଲରେ ଭର୍ତ୍ତି

Published By : Prameya-News7 Bureau | December 29, 2020 IST

ଭୁବନେଶ୍ବର୨୯/୧୨: ଭୁବନେଶ୍ବରରେ ପୁଣି ଫୁଟିଲା ଗୁଳି। ଗୁଳିମାଡରେ ଜଣେ ଯୁବକ ଆହତ। ଗୁରୁତର ଅବସ୍ଥାରେ ଶୁଭମ ସିଂଙ୍କୁ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡୁମୁଡୁମା ବଜାରରେ ଡେଙ୍ଗା-ଗେଡା-ବଳିଆ ଆତଙ୍କ ସୃଷ୍ଟି କରିଛନ୍ତି। ବ୍ୟକ୍ତିଗତ ଶତ୍ରୁତାକୁ କେନ୍ଦ୍ର କରି ଗୁଳି ମାଡ ହୋଇଥିବା କୁହାଯାଉଛି। ବର୍ତ୍ତମାନ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ଦେଖାଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.