Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଷୀଙ୍କ ସହ ୧୦ମ ରାଉଣ୍ଡ ଆଲୋଚନା ଶେଷ, ସରକାର କହିଲେ ପ୍ରତ୍ୟାହାର ହେବନି କୃଷି ଆଇନ
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||
  • ସମ୍ବଲପୁର : ସଞ୍ଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୭ କୋଭିଡ୍ ସଂକ୍ରମିତ, ୩୩୩୭୨୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ପରଲୋକରେ ବରିଷ୍ଠ ଅଭିନେତା ରବି ମିଶ୍ର
  • ||

ଭୁବନେଶ୍ବରରେ ପୁଣି ଫୁଟିଲା ଗୁଳି, ଗୁରୁତର ଅବସ୍ଥାରେ ଯୁବକଙ୍କୁ ହସ୍ପିଟାଲରେ ଭର୍ତ୍ତି

29/12/2020 at 11:05 PM

ଭୁବନେଶ୍ବର୨୯/୧୨: ଭୁବନେଶ୍ବରରେ ପୁଣି ଫୁଟିଲା ଗୁଳି। ଗୁଳିମାଡରେ ଜଣେ ଯୁବକ ଆହତ। ଗୁରୁତର ଅବସ୍ଥାରେ ଶୁଭମ ସିଂଙ୍କୁ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡୁମୁଡୁମା ବଜାରରେ ଡେଙ୍ଗା-ଗେଡା-ବଳିଆ ଆତଙ୍କ ସୃଷ୍ଟି କରିଛନ୍ତି। ବ୍ୟକ୍ତିଗତ ଶତ୍ରୁତାକୁ କେନ୍ଦ୍ର କରି ଗୁଳି ମାଡ ହୋଇଥିବା କୁହାଯାଉଛି। ବର୍ତ୍ତମାନ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ଦେଖାଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛନ୍ତି।

   Related Posts