ଛାତ୍ରଙ୍କ ନାଁରେ ଜିଏସଟି ଠକେଇ ଅଭିଯୋଗ, ୩୮କୋଟି ଟଙ୍କାର ଠକେଇ ନେଇ ନୋଟିସ୍

Published By : Prameya-News7 Bureau | March 04, 2021 IST

ରାଉରକେଲା ୪।୩: ରାଉରକେଲାରେ ପୁଣି ଜିଏସଟି ଠକେଇ । ଏଥର କଲେଜ ଛାତ୍ରଙ୍କ ନାଁରେ ଆସିଛି ଜିଏସଟି ଠକେଇ ଅଭିଯୋଗ । ଜଣେ ଛାତ୍ର ଷ୍ଟାର ବିଲେଟ୍ ନାଁରେ କମ୍ପାନୀ ଖୋଲି ୩୮କୋଟି ଟଙ୍କାର ଜିଏସଟି ଠକେଇ କରିଥିବା ନେଇ ଅଭିଯୋଗ ହୋଇଛି । ଛାତ୍ର ଜଣଙ୍କ ହେଉଛନ୍ତି ରାଉରକେଲା ଜଗଦା ଅଞ୍ଚଳର ଘଟେଶ୍ବର ବାଗ । ତେବେ ଜିଏସଟି ପକ୍ଷରୁ ଛାତ୍ରଙ୍କ ନିକଟକୁ ନୋଟିସ୍ ଆସିଥିବା ଜଣାପଡିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.