Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କରୋନା ନେଲା ଆଉ ୩ ଜଣଙ୍କ ଜୀବନ, ୧୯୩୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ବଢ଼ି ଚାଲିଛି କରୋନା ସଂକ୍ରମଣ, ମହାରାଷ୍ଟ୍ରରେ ଆଜିଠାରୁ ମେ ପହିଲା ପର୍ଯ୍ୟନ୍ତ ୧୪୪ ଧାରା
  • ||
  • ଜଗତସିଂହପୁର : ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି : ମା ଶାରଳାଙ୍କ ପୀଠରେ ଲାଗୁ ହେଲା ୧୪୪ ଧାରା, ନୀତି ସମ୍ପନ୍ନ କରିବେ ସେବାୟତ
  • ||
  • ବାରଙ୍ଗ : ନନ୍ଦନକାନନକୁ ନୂଆ ଅତିଥି, ଦ୍ୱିତୀୟ ଥର ପାଇଁ ମା ହେଲା ବାଘୁଣୀ ମେଘା
  • ||
  • ୨ହଜାର ଟପିଲା ସଂକ୍ରମଣ : ରାଜ୍ୟରେ ୩୦ଜିଲ୍ଲାରୁ ଚିହ୍ନଟ ହେଲେ ସଂକ୍ରମିତ, ୨୪ ଘଣ୍ଟାରେ ୨୨୬୭ ପଜିଟିଭ୍ ଚିହ୍ନଟ
  • ||

ଛାତ୍ରଙ୍କ ନାଁରେ ଜିଏସଟି ଠକେଇ ଅଭିଯୋଗ, ୩୮କୋଟି ଟଙ୍କାର ଠକେଇ ନେଇ ନୋଟିସ୍

4/03/2021 at 11:47 AM

ରାଉରକେଲା ୪।୩: ରାଉରକେଲାରେ ପୁଣି ଜିଏସଟି ଠକେଇ । ଏଥର କଲେଜ ଛାତ୍ରଙ୍କ ନାଁରେ ଆସିଛି ଜିଏସଟି ଠକେଇ ଅଭିଯୋଗ । ଜଣେ ଛାତ୍ର ଷ୍ଟାର ବିଲେଟ୍ ନାଁରେ କମ୍ପାନୀ ଖୋଲି ୩୮କୋଟି ଟଙ୍କାର ଜିଏସଟି ଠକେଇ କରିଥିବା ନେଇ ଅଭିଯୋଗ ହୋଇଛି । ଛାତ୍ର ଜଣଙ୍କ ହେଉଛନ୍ତି ରାଉରକେଲା ଜଗଦା ଅଞ୍ଚଳର ଘଟେଶ୍ବର ବାଗ । ତେବେ ଜିଏସଟି ପକ୍ଷରୁ ଛାତ୍ରଙ୍କ ନିକଟକୁ ନୋଟିସ୍ ଆସିଥିବା ଜଣାପଡିଛି ।

   Related Posts