Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ବିଜାପୁରରେ ପୁଣି ମାତିଲେ ମାଓବାଦୀ, ପୋଡ଼ିଲେ ୫ ଗାଡ଼ି

11/04/2021 at 4:42 PM

ବିଜାପୁର, ୧୧/୦୪: କିଛିଦିନ ତଳେ ଛତିଶଗଡ଼ର ବିଜାପୁର ଅଞ୍ଚଳରେ ତାଣ୍ଡବ ରଚିଥିବା ମାଓବାଦୀ ଏବେ ପୁଣି ଥରେ ମାତିଛନ୍ତି । ୫ଟି ଗାଡ଼ିକୁ ନିଆଁ ଲଗାଇ ସେମାନେ ଜାଳି ଦେଇଥିବା ସୂଚନା ମିଳିଛି ।

ସୂଚନା ମୁତାବକ ସେଚ ପ୍ରକଳ୍ପ କାର୍ଯ୍ୟରେ ଲାଗିଥିବା ଜଣେ ଠିକାଦାରଙ୍କ ୫ ଖଣ୍ଡ ଗାଡ଼ିକୁ ମାଓବାଦୀମାନେ ପୋଡ଼ି ଦେଇଛନ୍ତି । ଗାଡ଼ି ଗୁଡ଼ିକ ମଧ୍ୟରେ ୨ଖଣ୍ଡ ପୋକ୍‌ଲିନ୍‌ ଥିବା ବେଳେ ୨ ଖଣ୍ଡ ମିକ୍ସଚର୍‌ ମେସିନ୍‌ ଏବଂ ଗୋଟିଏ ଟ୍ରାକ୍ଟର ରହିଥିବା ଜଣାପଡ଼ିଛି । ଏନେଇ ବିଜାପୁର ଏସ୍‌ପି କମଳଲୋଚନ କାଶ୍ୟପ ସୂଚନା ଦେଇଛନ୍ତି ।   

   Related Posts