Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICSE ଦଶମ ଏବଂ ଦ୍ବାଦଶ ପରୀକ୍ଷା ସ୍ଥଗିତ
  • ||
  • ଭାରତ ଆସିବ ପଳାତକ ନିରବ ମୋଦି, ଅନୁମତି ଦେଲେ ବ୍ରିଟେନ୍‌ ଗୃହ ମନ୍ତ୍ରଣାଳୟ
  • ||
  • ଢେଙ୍କାନାଳ : ଶ୍ବଶୁର ଘର ପଛପଟୁ ଜ୍ବାଇଁଙ୍କ ଝୁଲନ୍ତା ମୃତଦେହ ଠାବ, ଆସିଥିଲେ ସ୍ତ୍ରୀଙ୍କୁ ମନାଇବାକୁ
  • ||
  • ବାଲିପାଟଣା : ମାତ୍ର ୮ଶହ ଟଙ୍କା ଉଧାର ପାଇଁ ଗଲା ଜୀବନ, ମହିଳା ମଣ୍ଡଳ ସଭାନେତ୍ରୀଙ୍କ ପୁଅ ମାଡରେ ଜଣଙ୍କର ମୃତ୍ୟୁ
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ କରୋନା ପଜିଟିଭ୍
  • ||
  • ଭୁବନେଶ୍ବର : ସଂକ୍ରମଣ ଆଗକୁ ଆହୁରି ବଢି ବଢି ଚାଲିବ – ସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଗୀତିକାର ପଣ୍ଡିତ କିରଣ ମିଶ୍ରଙ୍କ ଦେହାନ୍ତ: ୧୫ ଦିନ ପୂର୍ବରୁ ନେଇଥିଲେ ଭ୍ୟାକସିନ୍
  • ||
  • ଦ୍ୱିତୀୟ ଥର ପାଇଁ କରୋନା ସଂକ୍ରମିତ ହେ​‌ଲେ ମୁଖ୍ୟମନ୍ତ୍ରୀ ବି. ଏସ୍‌. ୟେଦିୟୁରପ୍ପା, କିଛି ଦିନ ପୂର୍ବେ ନେଇଥିଲେ ଭ୍ୟାକସିନ୍‌
  • ||
  • ଭୁବନେଶ୍ବର : ଭୁବନେଶ୍ବର UPDରେ ଜାରି ହେବ ୧୪୪ ଧାରା, ୨୭ଟି ସ୍ଥାନରେ ମୁତୟନ ହେବେ ବ୍ୟାପକ ପୋଲିସ
  • ||
  • ଭୁବନେଶ୍ବର : ଦଳବିରୋଧୀ କାର୍ଯ୍ୟ ପାଇଁ ସୁନ୍ଦରଗଡର ୨ ବିଜେଡି ନେତା ନିଲମ୍ବିତ
  • ||

ଜଙ୍ଗଲରୁ ହଷ୍ଟେଲ୍‌କୁ ବ୍ୟାପିଲା ନିଆଁ, ଅଳ୍ପେକ ବର୍ତ୍ତିଲେ ଛାତ୍ରୀ

3/04/2021 at 7:39 AM

ଢେଙ୍କାନାଳ ୦୩।୦୪: ନିଆଁରୁ ଅଳ୍ପକେ ବର୍ତ୍ତିଲେ ଢେଙ୍କାନାଳ ସ୍ବୟଂଶାସିତ ଲେଡିଜ୍ ହଷ୍ଟେଲ ଛାତ୍ରୀ । ହଷ୍ଟେଲ ପାଖ ଚାରଖୋଲା ଜଙ୍ଗଲରେ ଭୟଙ୍କର ନିଆଁ ଲାଗିଥିଲା । ଏହି ନିଆଁ କ୍ରମଶଃ ବ୍ୟାପି ପାଖରେ ଥିବା ଢେଙ୍କାନାଲ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଲେଡିଜ୍‌ ହଷ୍ଟେଲକୁ ଲାଗିଥିଲା । ଫଳରେ ଏହି ମହିଳା ହଷ୍ଟେଲର ଛାତ୍ରୀମାନେ ଆତଙ୍କିତ ହୋଇପଡିଥିଲେ । ଏ ସମ୍ପର୍କରେ କଲେଜ ଅଧ୍ୟକ୍ଷା ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଢେଙ୍କାନାଳ ଦମକଳ ବାହିନୀ ପହଂଚି ଆକ୍ଲାନ୍ତ ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିଥିବା ଜଣାପଡ଼ିଛି । ଫଳରେ ଢେଙ୍କାନାଳ କଲେଜ ଲେଡିଜ୍ ହଷ୍ଟେଲର ଛାତ୍ରୀମାନେ ନିଆଁ କବଳରୁ ସୁରକ୍ଷିତ ହୋଇପାରିଥିବା ଜଣାପଡିଛି ।

   Related Posts