Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ ବାହିନୀର ସ୍ଵପ୍ନ ଧୂଳିସାତ: ଟେଷ୍ଟ କ୍ରିକେଟ୍‌କୁ ମିଳିଲା ନୂଆ ବାଦଶାହା, ଭାରତକୁ ୮ ଓ୍ଵିକେଟ୍‌ରେ ହରାଇ ବିଶ୍ଵ ଟେଷ୍ଟ ଚମ୍ପିଆନସିପ୍‌ ଜିତିଲା ନ୍ୟୁଜିଲାଣ୍ଡ
  • ||
  • ଭୁବନେଶ୍ୱରରେ ଆଜି ୩୭୫ ପଜିଟିଭ୍‌ ଚିହ୍ନଟ
  • ||
  • ବନ୍ଦିତା ପରିଡ଼ା ହେଲେ ମହିଳା କଂଗ୍ରେସ ସଭାନେତ୍ରୀ
  • ||
  • ୟୁକେ ହାଇକୋର୍ଟରୁ ନିରବ ମୋଦୀଙ୍କୁ ଝଟକା, ପ୍ରତ୍ୟର୍ପଣ ବିରୋଧରେ ଦାଖଲ ଆବେଦନ ଖାରଜ, ଏବେ ଭାରତ ଆସିବାକୁ ପଡିବ !
  • ||
  • ଭୁବନେଶ୍ବର : ଗୋରୁ ଚୋରା ଚାଲାଣ ବେଳେ ଜବତ ହେଲା ପିକଅପ୍ ଭ୍ୟାନ୍, ୫ ଗୋରୁ ଉଦ୍ଧାର, ଦଲାଲ ଫେରାର
  • ||
  • ଭୁବନେଶ୍ବର : ରାଜଧାନୀରେ ମାତିଲେ ଲୁଟେରା : ତାଲା ଭାଙ୍ଗି ଦୋକାନରେ ବୁଲାଇଲେ କଳାକନା, ସିସିଟିଭିରେ କଏଦ ହେଲା ଦୃଶ୍ୟ
  • ||
  • ଭୁବନେଶ୍ବର : ଅନଲକ୍ ପ୍ରକ୍ରିୟା ଆରମ୍ଭ ପରେ ଲୋକେ ମାନୁନାହାନ୍ତି କୋଭିଡ୍ ନିୟମ, ସୃଷ୍ଟି ହୋଇପାରେ ବିପଦ – ଡିଏମଇଟି
  • ||
  • ଭୁବନେଶ୍ବର : ଚଳିତ ବର୍ଷ ୩୦% ହ୍ରାସ ହେବ ନବମ ଓ ଦଶମ ଶ୍ରେଣୀର ସିଲାବସ୍ – ଗଣଶିକ୍ଷା ମନ୍ତ୍ରୀ
  • ||
  • କାମାକ୍ଷାନଗର : ଜଙ୍ଗଲକୁ ଯାଇଥିବା ବେଳେ ପଡିଗଲେ ଭାଲୁ ହାବୁଡରେ, ଆକ୍ରମଣରେ ୨ ଗୁରୁତର
  • ||
  • ଦେଶରେ ତଳମୁହାଁ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦ ହଜାରରୁ ଅଧିକ ପଜିଟିଭ୍,୧୩୫୮ ମୃତ
  • ||

ନିଆଁ ଲାଗି ପୋଡିଗଲା ଦୋକାନ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ

11/11/2020 at 8:08 AM

ଖଲ୍ଲିକୋଟ ୧୧।୧୧: ନିଆଁ ଲାଗି ଜଳିଗଲା ମୋବାଇଲ ମରାମତ ଦୋକାନ । ଗଞ୍ଜାମ ଜିଲ୍ଲା ଛତ୍ରପୁର ମେନ୍‌ ରୋଡ଼ ସ୍ଥିତ ରାମ ଚନ୍ଦ୍ର ପଲେଇଙ୍କ ଦୋକାନରେ ନିଆଁ ଲାଗି ଜଳିଗଲା ଦୋକାନ ।

ଖବର ଅନୁଯାୟୀ, ବିଳମ୍ବିତ ରାତିରେ ବିଦ୍ୟୁତ ସଟସର୍କିଟରୁ ଦୋକାନରେ ନିଆଁ ଲାଗିଯାଇଥିଲା । ଯାହାଫଳରେ ଦୋକାନ ନିଆଁ ବ୍ୟାପିଯାଇଥିଲା । ଅଗ୍ନିକାଣ୍ଡର ଖବର ପାଇ ଛତ୍ରପୁର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ତେବେ ଅଗ୍ନିକାଣ୍ଡରେ ଦୋକାନର ଲକ୍ଷାଧିକ ଟଙ୍କାର ମୋବାଇଲ ଓ ଅନ୍ୟ ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି ।   

   Related Posts