Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ରାତିରେ ଓଡିଶାର ଅବଦୁଲ୍‌ କାଲାମ ଦ୍ୱୀପରୁ ଅଗ୍ନି -୨ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

16/11/2019 at 8:38 PM

ଭୁବନେଶ୍ୱର ୧୬।୧୧ – ଓଡିଶାର ଭଦ୍ରକରେ ଥିବା ଅବଦୁଲ କାଲାମ ଦ୍ୱୀପରୁ ଅଗ୍ନି-୨ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି । ଏହା ୨ ହଜାର କିଲୋମିଟ ପର୍ଯ୍ୟନ୍ତ ଲକ୍ଷ୍ୟ ଭେଦ କରିପାରିବ । ଭାରତ ଷ୍ଟାର୍ଟେଜିକ୍‌ ଫୋର୍ସ କମାଣ୍ଡ ପକ୍ଷରୁ ଏହି ପରୀକ୍ଷଣ କରାଯାଇଛି ।

ରାତିରେ ସଫଳ ଭାବରେ ଏହି କ୍ଷେପଣାସ୍ତ୍ରର ପରୀକ୍ଷଣ କରାଯାଇଛି ।


ଅଗ୍ନି-୨କୁ ଡିଆର୍‌ଡିଓ, ଭାରତ ଡାଇନାମିକସ୍‌ , ଓ ଅନ୍ୟ ଆଡ୍‌ଭାନସ୍‌ ସିଷ୍ଟମ ଲାବୋରେଟୋରୀ ଦ୍ୱାରା ସ୍ୱଦେଶୀ ଜ୍ଞାନ କୌଶଳରେ ଏହାକୁ ବିକାଶ କରାଯାଇଛି । ଅଗ୍ନି-୧ ୭ଶହ, ଅଗ୍ନି -୨ ୨ହଜାର, ଅଗ୍ନି -୩ ତିନି ହଜାର ଓ ଅଗ୍ନି ୪ ଓ ଅଗ୍ନି ୫ ୪ହଜାର ଓ ୫ ହଜାର କିଲୋମିଟର ପର୍ଯ୍ୟନ୍ତ ଲକ୍ଷ୍ୟ ଭେଦ କରିପାରିବ ।

   Related Posts