Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ବିଦ୍ୟୁତ ସଟ୍ ସର୍କିଟରୁ ଜଳିଗଲା ଲକ୍ଷାଧିକ ଟଙ୍କାର ଜିନିଷ

9/09/2020 at 12:10 PM

ଅନୁଗୁଳ ୦୯।୦୯: ବିଦ୍ୟୁତ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଜିନିଷ ପୋଡ଼ି ନଷ୍ଟ । ଅନୁଗୁଳ ଜିଲ୍ଲା ମସ୍‌ଜିଦ୍‌ ଛକରେ ଥିବା ଦୋକାନରେ ଅଗ୍ନିକାଣ୍ଡ ଘଟିଛି ।

ମସ୍‌ଜିଦ ଥିବା ସତ୍ୟମ ସ୍ନାକ୍ସ ଆଣ୍ଡ ସୁଇଟ୍ସ ନାମକ ଏକ ଦୋକାନରେ ଭୋରରୁ ଧୂଆଁ ବାହାରୁଥିବାରେ ଦେଖିବାକୁ ମିଳିଥିଲା । ଯାହାପରେ କିଛି ଲୋକ ସଟର ତାଡି ଦେଖିନ୍ତ ତ, ଦୋକାନର ଅନେକ ଜିନିଷ ପୋଡ଼ି ପାଉଁଶ ହୋଇଯାଇଛି । ବିଳମ୍ବିତ ରାତିରେ  ବିଦ୍ୟୁତ ସଟ୍‌ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି।

ତେବେ ଅଗ୍ନିକାଣ୍ଡର ଖବର ପାଇଁ ଦୋକାନ ମାଲିକ ଅଗ୍ନିଶମ ବାହିନୀକୁ ଫୋନ୍‌ କରିଥିଲେ । ଖବର ପାଇଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଲିଭାଇଥିଲା । ଅଗ୍ନିକାଣ୍ଡରେ ୨ଟି ବଡ଼ ଫ୍ରିଜ, ଗୋଟିଏ ଇନ୍‌ଭୋଟର, ପରି ଅନେକ ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି ।  ଯାହାର ଆନୁମାନିକ ମୂଲ୍ୟ ୨ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି ।

   Related Posts