Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୫ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ

18/04/2021 at 3:03 PM

ଭଦ୍ରକ,୧୮/୦୪:  ଅଗ୍ନିକାଣ୍ଡରେ ଜଳିଗଲା ପାଞ୍ଚ ବଖରା ଘର । ଲକ୍ଷାଧିକ ଟଙ୍କାର ଆସବାବପତ୍ର ଓ ସାମଗ୍ରୀ ଭସ୍ମୀଭୂତ। ଏପରି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଅଞ୍ଚଳରେ ।

ସୂଚନା ଅନୁସାରେ, ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ବନ୍ଦାଳ ମଢ଼ିଆଳୀ ପଞ୍ଚାୟତର ମହିସିପୁର ଗାଁରେ ଅଗ୍ନିକାଣ୍ଡ ହୋଇଛି ।  ବିଦ୍ୟୁତ ସର୍ଟସାର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି । ତେବେ ଗାଁର ପ୍ରଫୁଲ୍ଲ ଧଳ ଓ ଶତ୍ରୁଘ୍ନ ଧଳଙ୍କ ଘରେ ଅଗ୍ନିକାଣ୍ଡ ଘଟି ବ୍ୟାପକ କ୍ଷୟକ୍ଷତି ହୋଇଛି ।

ନିଆଁ ଲାଗିବା ପରେ ସ୍ଥାନୀୟ ଲୋକେ ଓ ଅଗ୍ନିଶମବାହିନୀ ଏହାକୁ ଆୟତ କରିଥିଲେ। ତେବେ ଅଗ୍ନିକାଣ୍ଡରେ ଦୁଇ ପରିବାରର ୫ ବଖରା ଘର ଭସ୍ମୀଭୂତ ହୋଇଯାଇଛି । ଏହାସହ ଲକ୍ଷାଧିକ ଟଙ୍କାର ଆସବାବପତ୍ର, ଟଙ୍କା , ଚାଉଳ ପ୍ରଭୁତି ପୋଡି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି ।

   Related Posts