Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ରେ ଉଡିଲା ଚେନ୍ନାଇର ବିଜୟ ବାନା, କେକେଆରକୁ ୨୭ ରନରେ ହରାଇ ଚତୁର୍ଥ ଥର ଚାମ୍ପିଅନ
  • ||
  • ପଞ୍ଜାବ କଂଗ୍ରେସର ଅଧିନାୟକ ରହିବେ ସିଦ୍ଧୁ, ରାହୁଲଙ୍କୁ ଭେଟିବା ପରେ ଫେରାଇ ନେଲେ ଇସ୍ତଫା ପତ୍ର
  • ||
  • ସିଙ୍ଘୁ ବର୍ଡରରେ ଜଣେ ନିହଙ୍ଗଙ୍କ ଆତ୍ମ ସମର୍ପଣ, ଯୁବକଙ୍କ ହତ୍ୟାର ୧୫ ଘଣ୍ଟା ପରେ ସାମ୍ନାକୁ ଆସିଲା ପ୍ରଥମ ଅଭିଯୁକ୍ତ
  • ||
  • ପଣ୍ଡାଲ ଉପରେ ହୋଇଥିବା ଆକ୍ରମଣ ମଧ୍ୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଭାରତକୁ ଦେଲେ ଏହି ପରାମର୍ଶ
  • ||
  • ପୁଞ୍ଛରେ ଯବାନ-ଆତଙ୍କବାଦୀ ମୁହାଁମୁହିଁ, ୫ଦିନରେ ୭ ଯବାନ ସହିଦ: ରାଜପଥ ବନ୍ଦ, ଅପରେସନ୍ ଜାରି
  • ||
  • ଅକ୍ଟୋବର ୨୧ରୁ ଏକାଦଶ, ୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ: ଗଣଶିକ୍ଷା ମନ୍ତ୍ରୀ
  • ||
  • ୨୫୦ ଲିଟର ଦେଶୀ ମଦ ଜବତ, ୫ ଗିରଫ
  • ||
  • ଅଭାବନୀୟ ଘଟଣା: ଯୁବକଙ୍କ ଗଳା କାଟି ବିଭତ୍ସ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ : ଘଉଡାଇଲା ବେଳେ ଅଳ୍ପକେ ବର୍ତ୍ତିଲେ ଚାଷୀ
  • ||
  • ସାଇକେଲରେ ଯାଉଥିଲେ କକା-ପୁତୁରା, ଟାଣି ଆଣି ଦଳିଦେଲା ହାତୀ
  • ||

ବିଷ୍ଣୁ ଦାସଙ୍କ ଘରେ ଅଗ୍ନିକାଣ୍ଡ, ୨ ବଖରା ପୋଡି ପାଉଁଶ

10/05/2021 at 9:14 AM

ଚାନ୍ଦବାଲି,୧୦/୦୫:  ଭୟଙ୍କର ଅଗ୍ନିକାଣ୍ଡ । ଜଳିଗଲା ଘର । ପାଉଁଶ ହୋଇଗଲା ୨ ବଖରା । ଭଦ୍ରକ ଜିଲ୍ଲା ଚାନ୍ଦବାଲି ଏନଏସି ବାଲିଗାଁ ୧୧ନଂ ଓ୍ୱାର୍ଡ଼ରେ ଇଲେକିଟ୍ର ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟି ବିଷ୍ଣୁ ଦାସଙ୍କ ଘର ପୋଡି ଯାଇଛି ।

ବିଷ୍ଣୁ ଦାସଙ୍କ ୨ ବଖରା ପୋଡ଼ି ପାଉଶ ହୋଇଯାଇଛି ।ନିଆଁ ଲାଗିବା ପରେ ଗ୍ରାମବାସୀ ଚାନ୍ଦବାଲି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଅଗ୍ନିଶମ ବିଭାଗ ପହଁଚି ନିଆଁକୁ ଆୟତ କରିବାରୁ ପାଖରେ ଅନ୍ୟ ଘର ଗୁଡ଼ିକ ବର୍ତ୍ତି ଯାଇଥିଲା ।

ଏହି ଅଗ୍ନିକାଣ୍ଡରେ ଘରର ଆସବାପତ୍ର ସହ ସମସ୍ତ ଖାଦ୍ୟ ଶସ୍ୟ ପୋଡ଼ି ପାଇଁଶ ହୋଇଯାଇଛି । ଘଟଣା ସ୍ଥଳରେ ଚାନ୍ଦବାଲି ରାଜସ୍ଵ ଅଧିକାରୀ ପହଁଚି ତଦନ୍ତ କରିବା ସହ ପ୍ରାଥମିକ ପର୍ଯ୍ୟାୟରେ ସହାୟତା ଯୋଗାଇଛନ୍ତି ।

   Related Posts