Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ରୋଷେଇ କରୁଥିବା ବେଳେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପରିବାର

5/12/2021 at 1:47 PM

ସାଲେପୁର ୦୫।୧୨: ରୋଷେଇ କରୁଥିବା ଲାଗିଗଲା ନିଆଁ । ଘରର ଅନେକ ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଛି । ଅଳ୍ପକେ ବର୍ତ୍ତିଯାଇଛନ୍ତି ପରିବାର ଲୋକେ ।  ସାଲେପୁର ବ୍ଲକ ରାମେଶ୍ୱର ପଞ୍ଚାୟତ ଦୁର୍ଗାପୁର ଗାଁରେ ଘଟିଛି ଏଭଳି ଘଟଣା ।

ଖବର ଅନୁଯାୟୀ, ସ୍ନେହଲତା ମଲ୍ଲିକ ଗତ ଦଶଦିନ ତଳେ ଗ୍ୟାସ୍‌ର ନୂଆ କନେକ୍ସନ ଆଣିଥିଲେ । ଆଜି ରୋଷେଇ କରୁଥିବା ସମୟରେ ରେଗୁଲେଟର୍ ରୁ ନିଆଁ ଲାଗି ଦୁର୍ଘଟଣା ଘଟିଥିଲା । ଏହାପରେ ଗ୍ରାମବାସୀଙ୍କ ସହାୟତାରେ ନିଆଁକୁ ଆୟତ କରାଯାଇଛି । ସାଲେପୁର ଦମକଳବାହିନୀ ପହଞ୍ଚି ଟାଙ୍କିରୁ ଗ୍ୟାସ୍ ବାହାର କରିଥିଲେ। ଗ୍ୟାସ ଲିକେଜ୍ କାରଣରୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି।

   Related Posts