Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରାର୍ଥୀ ତାଲିକା ଘୋଷଣା କଲେ ମମତା ବାନାର୍ଜୀ : ନନ୍ଦିଗ୍ରାମରୁ ଲଢିବେ ଦିଦି, ମୁସଲିମ ପ୍ରାର୍ଥୀଙ୍କୁ ପ୍ରାଧାନ୍ୟ
  • ||
  • ଆଠଗଡ : କାଜୁ ବଗିଚାରୁ ଅଜଣା ମହିଳାଙ୍କ ମୃତଦେହ ଠାବ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭଦ୍ରକ : ସେବା ସମବାୟ ସମିତିରେ ଧାନ କିଣାକୁ ନେଇ ବ୍ୟାପକ ଜାଲିଆତି, ଡାଟା ଏଣ୍ଟ୍ରି ଅପରେଟର ଓ ସମ୍ପାଦକ ନିଲମ୍ବିତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୧ କୋଭିଡ୍ ପଜିଟିଭ୍, ୩୩୭୬୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେବଗଡ : ଅଭିଯୋଗକାରିଣୀଙ୍କୁ ଲାଞ୍ଚ ମାଗି ନିଲମ୍ବିତ ହେଲେ ଏଏସଆଇ
  • ||
  • ନୀଳଗିରି : ମହିଳା ସମିତି ସଭ୍ୟାଙ୍କୁ ଦୁର୍ବ୍ୟବହାର ଅଭିଯୋଗ, ବିଜେଡି ବିଧାୟକ ପ୍ରାର୍ଥୀଙ୍କ ନାଁରେ ମାମଲା ରୁଜୁ
  • ||
  • ବିନିକା : ସହିପାରିଲେନି ବାପଘରୁ ବିଦା ହେବାର ଦୁଃଖ, କାନ୍ଦି କାନ୍ଦି ଚାଲିଗଲା ନବବଧୂଙ୍କ ଜୀବନ
  • ||
  • ଆଠଗଡ : ବାଇକ୍‌କୁ ଧକ୍କା ଦେଲା ‘ନିଶା’ : ଆରୋହୀ ମୃତ, ବସ୍ ଡ୍ରାଇଭର ଫେରାର
  • ||
  • ବଲାଙ୍ଗିର : ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର, ବେଡ୍‌ସିଟ୍ ଗୁଡାଇ ଛାତ ଉପରୁ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ବାରଙ୍ଗ : ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା : ସିନ୍ ରିକ୍ରିଏସନ୍ କଲା ସିବିଆଇ ଟିମ୍, ବିବନ ବଖାଣିଲା ୨୨ବର୍ଷ ତଳର ଲୋମଟାଙ୍କୁରା ଘଟଣା
  • ||

ଅଗ୍ନିକାଣ୍ଡରେ ଜଳିଗଲା ଚାରୋଟି ଦୋକାନ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ

25/03/2020 at 9:34 AM

ପାରାଦୀପ ୨୫।୦୩: ବଡ଼ପଡିଆ ମାର୍କେଟ ରେ ଅଗ୍ନିକାଣ୍ଡ ହୋଇଛି। ଅଗ୍ନିକାଣ୍ଡରେ ୪ଟି ଦୋକାନ ସମ୍ପୂର୍ଣ୍ଣ ପୋଡ଼ି ଧ୍ବଂସ ହୋଇଯାଇଛି। ଅଗ୍ନିକାଣ୍ଡ ର କାରଣ ଅସ୍ପଷ୍ଟ ଥିବା ବେଳେ ଲକ୍ଷାଧିକ ଟଙ୍କା ସାମଗ୍ରୀ ପୋଡ଼ି ପାଉଁଶ ହୋଇଥିବା ଅନୁମାନ କରାଯାଉଛି।

ମଙ୍ଗଳବାର ବିଳମ୍ବିତ ରାତିରେ ଏଭଳି ଘଟଣା ଘଟିଥିବା ସ୍ଥାନୀୟ ବ୍ୟବସାୟୀ କହିଛନ୍ତି। ତେବେ କୌଣସି କାରଣରୁ ପ୍ରଥମେ ଦୋକାନ ଘରେ  ନିଆଁ ଲାଗିବା ପରେ ପାଖରେ ଥିବା ୩ଟି ଲୁଗା ଦୋକାନ ରେ ନିଆଁ ଲାଗିଯାଇଥିଲା। କିଛି ବ୍ୟବସାୟୀ ପାଖ ଦୋକାନ ଘରେ ଶୋଇଥିଲେ ତେବେ ନିଆଁ ଲାଗିବା ପରେ ତୁରନ୍ତ ଦମକଳ ବାହିନୀକୁ ଖବର ଦିଆଯାଇଥିଲା । ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଛି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ ହୋଇଥିବା ଅନୁମାନ କରାଯାଉଛି।

   Related Posts