Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

୫ ରାଜ୍ୟରେ ପ୍ରଭାରୀ ନିଯୁକ୍ତ କଲା AICC, ସାଂସଦ ସପ୍ତଗିରି ଉଲାକାଙ୍କୁ ଛତିଶଗଡ଼ ଦାୟିତ୍ୱ

3/06/2021 at 5:20 PM

ନୂଆଦିଲ୍ଲୀ, ୦୩/୦୬: କଂଗ୍ରେସ ଦଳ ପକ୍ଷରୁ ୫ ରାଜ୍ୟ ପାଇଁ ପ୍ରଭାରୀ ନିଯୁକ୍ତ କରାଯାଯଇଛି । ଏହି କ୍ରମରେ କୋରାପୁଟ ସାଂସଦ ସପ୍ତଗିରି ଉଲାକାଙ୍କୁ ମିଳିଲା ଗୁରୁ ଦ୍ୱାୟିତ୍ୱ । ସପ୍ତଗିରିଙ୍କୁ ଛତିଶଗଡ଼ର ଇନ୍‌ଚାର୍ଜ ଭାବେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ନିଯୁକ୍ତ ଦେଇଛନ୍ତି । ଏଥି ସହ ତାଙ୍କୁ ଦଳର ରାଷ୍ଟ୍ରୀୟ ସଂପାଦକ ଭାବେ ମଧ୍ୟ ନିଯୁକ୍ତି ଦିଆଯାଇଛି ।

ଏହାଛଡ଼ା ଅନ୍ୟ ୪ଟି ରାଜ୍ୟରେ ମଧ୍ୟ ଦଳ ପକ୍ଷରୁ ପ୍ରଭାରୀ ନିଯୁକ୍ତ କରିଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ।

   Related Posts