Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ଆଜି ଏଆଇସିସିରେ ଗୁରୁତ୍ବପୂର୍ଣ୍ଣ ବୈଠକ

9/02/2019 at 9:32 AM

ନୂଆଦିଲ୍ଲୀ ୯|୨: ଆଜି ଏଆଇସିସିରେ ଗୁରୁତ୍ବପୂର୍ଣ୍ଣ ବୈଠକ । ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ସବୁ ରାଜ୍ୟର ପିସିସି ସଭାପତି ଓ ବିରୋଧୀ ଦଳ ନେତାଙ୍କୁ ଡାକିଛନ୍ତି ସଭାପତି ରାହୁଲ । ଏଥିପାଇଁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ ବିରୋଧୀ ଦଳ ନେତା ନରସିଂହ ମିଶ୍ର ଦିଲ୍ଲୀ ଯାଇଛନ୍ତି । ଆଜି ସକାଳ ସାଢେ ୧୦ଟା ରେ ଏଆଇସିସି କାର୍ଯ୍ୟାଳୟରେ ରାହୁଲ ଗାନ୍ଧିଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ । ସାଧାରଣ ନିର୍ବାଚନରେ କଂଗ୍ରେସର ଟିକେଟ୍ ବଣ୍ଟନ ସହ ନିର୍ବାଚନ ପାଇଁ ଋଣନୀତି ପ୍ରସ୍ତୁତ କରାଯିବ। ସାଧାରଣ ନିର୍ବାଚନରେ ବିଜେପିକୁ କ୍ଷମତାକୁ ହଟାଇବାକୁ କଂଗ୍ରେସ କେଉଁଦଳ ସହ ଜାତୀୟ ସ୍ତରରେ ମେଣ୍ଟକରିବ ସେ ନେଇ ମଧ୍ୟ ରାଜ୍ୟର ତୁଙ୍ଗ ନେତାଙ୍କ ସହ କଂଗ୍ରେସ ହାଇକମାଣ୍ଡ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।

   Related Posts