Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||
  • ନଭେମ୍ବରରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ
  • ||

ଗଡଗାମ୍‌ରେ ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ

27/02/2019 at 11:00 AM

ଜମ୍ମୁକାଶ୍ମୀର ୨୭|୨: ଜମ୍ମୁକାଶ୍ମୀର ବଡଗାମ୍ ରେ ଭାରତୀୟ ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ବାୟୁସେନାର ମିଗ୍ ବିମାନ ଉଡାଣ ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି । ମିଗ୍ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ତଳେ ପଡି ନିଆଁ ଲାଗିଯାଇଛି । ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ ଜାରି ରହିଛି । ଦୁଇ ପାଇଲଟଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି । ଦୁର୍ଘଟଣାର କାରଣ ଅସ୍ପଷ୍ଟ ରହିଛି ।

   Related Posts