ଗଡଗାମ୍‌ରେ ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ

Published By : Prameya-News7 Bureau | February 27, 2019 IST

ଜମ୍ମୁକାଶ୍ମୀର ୨୭|୨: ଜମ୍ମୁକାଶ୍ମୀର ବଡଗାମ୍ ରେ ଭାରତୀୟ ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ବାୟୁସେନାର ମିଗ୍ ବିମାନ ଉଡାଣ ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି । ମିଗ୍ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ତଳେ ପଡି ନିଆଁ ଲାଗିଯାଇଛି । ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ ଜାରି ରହିଛି । ଦୁଇ ପାଇଲଟଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି । ଦୁର୍ଘଟଣାର କାରଣ ଅସ୍ପଷ୍ଟ ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.