Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିସିସିଆଇର ଘୋଷଣା-ଫେବୃଆରୀ ୧୮ରେ ଚେନ୍ନାଇରେ ହେବ ଆଇପିଏଲ ୨୦୨୧ ପାଇଁ ଖେଳାଳିଙ୍କ ନିଲାମୀ
  • ||
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କୋଭିଡ୍ ପଜିଟିଭ୍‌, ୩୩୪୬୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୨୨ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

ଜଙ୍ଗଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ହତ୍ୟା ନା ଆତ୍ମହତ୍ୟା

4/01/2021 at 1:21 PM

କେନ୍ଦୁଝର୪/୧: କେନ୍ଦୁଝରରେ ଅଜଣା ବ୍ୟକ୍ତିଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର।ସଦର ଥାନା ଅନ୍ତର୍ଗତ କେନ୍ଦୁଆ ଗାଁ ନିକଟ ପଟାସ ଜଙ୍ଗଲରୁ ଜଣେ ଅଜଣା ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କ ପରିଚୟ ମିଳିପାରି ନଥିବାବେଳେ ମୃତ ଦେହଟି ନଗ୍ନ ଅବସ୍ଥାରେ ହୋଇ ପଡ଼ିଥିବା ଦେଖିବାକୁ ମିଳିଛି। ଆଜି ସକାଳୁ ସକାଳୁ ସ୍ଥାନୀୟ ଲୋକେ ଏହାକୁ ଦେଖି ସଦର ପୋଲିସକୁ ନେଇ ଖବର ଦେଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ଯୁବକଙ୍କ ମୃତ୍ୟୁ କେଉଁ କାରଣରୁ ହୋଇଥିବା ଜଣାପଡ଼ି ନଥିବା ବେଳେ ମୃତଦେହକୁ ଦେଖିଲେ କେହି ହତ୍ୟା କରି ଏଠାରେ ଫୋପାଡି ଦେଇଥିବା ସନ୍ଦେହ କରାଯାଇଛି ।

   Related Posts