Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||

କାରକୁ ଧକ୍କା ଦେଲା ଅଜଣା ଗାଡି, ୫ ଗୁରୁତର

3/12/2021 at 7:53 AM

ଭୋଗରାଇ,୦୩/୧୨: ମର୍ମନ୍ତୁଦ ସଡକ ଦୁର୍ଘଟଣା । ୫ ଗୁରୁତର । ଗୁରୁବାର ବିଳମ୍ବିତ ରାତିରେ ରାଜ୍ୟ ରାଜପଥ ୫୭ ସାତସୁଲିଆ  ଛକ ନିକଟରେ ଗୋଟିଏ କାରକୁ  ଅଜଣା ଗାଡି ଧକ୍କା ଦେଇଛି ।

ସୂଚନାନୁସାରେ, ଗୁରୁବାର ରାତିରେ ଏକ କାରରେ କିଛି ବ୍ୟକ୍ତି ସାତସୁଲିଆ ରାସ୍ତାରେ କେଉଁଆଡେ ଯାଉଥିଲେ । ଏହି ସମୟରେ ସେମାନଙ୍କୁ ଏକ ଅଜଣା ଗାଡି ଧକ୍କା ଦେଇଥିଲା । ଫଳରେ କାରରେ ଥିବା ୫ଜଣ ଗୁରୁତର ହୋଇଛନ୍ତି ।   ଗୁରୁତରଙ୍କୁ ପ୍ରଥମେ ଜଳେଶ୍ୱର ମେଡିକାଲ ଭର୍ତ୍ତି କରାଯାଇଥିଲା । ପରେ ବାଲେଶ୍ବର ବଡ଼ ମେଡିକାଲକୁ ସେମାନଙ୍କୁ ସ୍ଥାନାନ୍ତରିତ କରାଯାଇଛି।ଆହତଙ୍କ ଘର ବାଲେଶ୍ୱର ବୋଲି ସୂଚନା ମିଳିଛି ।

   Related Posts