Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ଅଫିସ୍ ଆଗରେ ପଡିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ : ହତ୍ୟା ନା ଆତ୍ମହତ୍ୟା ?

20/06/2021 at 8:34 AM

ପଟ୍ଟାମୁଣ୍ଡାଇ, ୨୦।୦୬ : ସରକାରୀ ଅଫିସ୍ ଆଗରେ ପଡିଛି ମୃତଦେହ । କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବଜାର ସବରେଜିଷ୍ଟ୍ରାର ଅଫିସ ସମ୍ମୁଖରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପଡିଥିବା ଦେଖିବାକୁ ମିଳିଛି ।

ସୂଚନା ଅନୁସାରେ, ରବିବାର ସକାଳେ କାର୍ଯ୍ୟାଳୟ ଆଗରେ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା । ଏନେଇ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ ।  ପୋଲିସ ଆସି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଏପରିକି ବ୍ୟକ୍ତିଙ୍କ ପରିଚୟ ମଧ୍ୟ ଅସ୍ପଷ୍ଟ ରହିଛି । ଘଟଣାର ଅଧିକ ତଦନ୍ତ ଆରମ୍ଭ କରିଛି ପୋଲିସ ।

   Related Posts