Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

୨ ଦିନ ଆଖଣ୍ଡଳମଣୀଙ୍କ ମନ୍ଦିର ବନ୍ଦ, ଜଣେ ସେବାୟତ କରୋନା ପଜିଟିଭ୍ ପରେ ପ୍ରଶାସନର ପଦକ୍ଷେପ

15/04/2021 at 11:09 AM

ଚାନ୍ଦବାଲି ୧୫।୪: ଦୁଇ ଦିନ ପାଇଁ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ବନ୍ଦ ରହିବ । ଜଣେ ସେବାୟତ କରୋନା ପଜିଟିଭ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ଏଭଳି ପଦକ୍ଷେପ ନେଇଛି । ପଜିଟିଭ୍ ଜାଣିବା ପରେ ଭକ୍ତଙ୍କ ଦର୍ଶନ ଓ ମନ୍ଦିର ବନ୍ଦ ରଖିବାକୁ ମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲା ପ୍ରଶାସନ।  ଜିଲ୍ଲା ପ୍ରଶାସନ ପକ୍ଷରୁ ମନ୍ଦିର ପରିସରକୁ ସାନିଟାଇଜ କରାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ବାବାଙ୍କ ନୀତିକାନ୍ତି ଯେପରି ଭାବେ ଜାରି ରହିବ ସେଥିପାଇଁ ଆବଶ୍ୟକତା ଅନୁଯାୟୀ ପାଳିଆ ସେବାୟତ ଓ ନିଯୋଗୀମାନେ ମନ୍ଦିରକୁ ଯିବେ।  ଏତଦବ୍ୟତୀୟ ଅନ୍ୟ ସେବାୟତ ଓ ସେବାକାରୀଙ୍କୁ ମନ୍ଦିର ଯିବାକୁ ମନା କରିଛି ପ୍ରଶାସନ।  ଏଥିସହ ସମସ୍ତ ସେବାୟତ କରୋନା ରିପୋର୍ଟ ମନ୍ଦିର କାର୍ଯ୍ୟାଳୟରେ ୨ଦିନ ମଧ୍ୟରେ ଦାଖଲ କରିବାକୁ ପରାମର୍ଶ ଦେଇଛି ପ୍ରଶାସନ।

   Related Posts