Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ସାପ କାମୁଡାରେ ଭୂମିକା ଓ ଅଭିଷେକ ମୃତ, ଆଖି ବୁଜିଲେ ଭାଇ-ଭଉଣୀ

8/05/2021 at 10:09 AM

ପଟ୍ଟାମୁଣ୍ଡାଇ,୦୮/୦୫: ଶୋଇଥିବା ବେଳେ ଅଘଟଣ । ଏକାଠି ଚାଲିଗଲେ ଭାଇ-ଭଉଣୀ । ସାପ କାମୁଡାରେ ଜୀବନ ହାରିଲେ   ଭାଇ ଭଉଣୀ । ଏପରି ଏକ ଘଟଣା କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଶୋକର ବାତାବରଣ ସୃଷ୍ଟି କରିଛି ।

ସୂଚନାନୁସାରେ,  ଆଳି ଗୋବିନ୍ଦପୁର ଗାଁରେ ଏହି ଅଘଟଣ ଘଟିଛି । ଘରେ ଶୋଇଥିବା ସମୟରେ ଭାଇ ଓ ଭଉଣୀଙ୍କୁ ଏକ ବିଷଧର ସାପ କାମୁଡି ଦେଇଥିଲା ।। ଉଭୟଙ୍କୁ ମେଡିକାଲ ନିଆଯଇଥିଲେ ବି ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ ।

ମୃତକ ହେଲେ ଅରୁଣ କୁମାର ଦାସଙ୍କ ୭ ବର୍ଷୀୟ ପୁଅ ଅଭିଷେକ ଦାସ ଓ ୩ ବର୍ଷର ଝିଅ ଭୂମିକା ଦାସ ।

   Related Posts