Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ସୋପୋରରେ ସିଆରପିଏଫ ଯବାନଙ୍କ ଉପରକୁ ଆତଙ୍କବାଦୀଙ୍କ ଗ୍ରେନେଡ଼ ହମଲା, ୪ ଆହତ

30/07/2021 at 2:11 PM

ଶ୍ରୀନଗର ୩୦/୦୭ : ଉତ୍ତର କାଶ୍ମୀରର ସୋପୋର ଅଞ୍ଚଳରେ ଆତଙ୍କବାଦୀ ସିଆରପିଏଫ ଯବାନଙ୍କ ଉପରକୁ ଗ୍ରେନେଡ ହମଲା କରିଛନ୍ତି। ଏହି ହମଲାରେ ତିନି ଜଣ ସିଆରପିଏଫ ଯବାନ ଏବଂ ଜାମ୍ମୁ କାଶ୍ମୀରର ଜଣେ ପୋଲିସ କର୍ମଚାରୀ ଆହତ ହୋଇଥିବା ଜଣାପଡିଛି। ହମଲା ପରେ ଆହତମାନଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏହା ସହ ଏହି ଅଞ୍ଚଳକୁ ଘେରାଉ କରାଯାଇଛି ଏବଂ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଛି।

   Related Posts