Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର : ନିଜ ସର୍ଭିସ୍ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ଯବାନ !
  • ||
  • ଟାଙ୍ଗୀ : ମାନସିକ ପୂରଣ ପାଇଁ ବେକ କାଟିଦେଲେ ଭକ୍ତ, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କୋଭିଡ୍ ପଜିଟିଭ୍, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଜଣେ ମୃତ, ୨୬ ଆହତ
  • ||
  • ମୁମ୍ବାଇ : ଭୟଙ୍କର ହେଲାଣି କରୋନା, ସ୍କୁଲ ହଷ୍ଟେଲର ୧୯୦ ଛାତ୍ର କୋଭିଡ୍ ପଜିଟିଭ୍
  • ||
  • ରାୟପୁର : ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ
  • ||
  • ଆଠଗଡ଼ : ସମ୍ପର୍କରେ କଳଙ୍କ ଛିଟା, ଦିବ୍ୟାଙ୍ଗ ଝିଅକୁ ସମ୍ପର୍କୀୟ ମାମୁର ଦୁଷ୍କର୍ମ ! ଥାନାରେ ଏତଲା
  • ||
  • ଢେଙ୍କାନାଳ : ସଡ଼କ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଚଣ୍ଡିଖୋଲ : ବେଆଇନ ଲଘୁଖଣିଜ ପରିବହନ ବେଳେ ଭିଜିଲାନ୍ସ ରେଡ୍‌, ହାଇୱା ଓ ଟ୍ରକ ଜବତ
  • ||

୫ବର୍ଷ ଶିଶୁର କାଟି ଦେଲା ଗଳା, ଦୁର୍ବୃତ୍ତକୁ କାବୁ କଲେ ଗ୍ରାମବାସୀ

28/01/2021 at 1:44 PM

ବ୍ରହ୍ମପୁର ୨୮।୦୧ : ରାଜ୍ୟର ବଢିଚାଲିଛି ଶିଶୁଙ୍କ ଉପରେ ନିର୍ଯ୍ୟାତନା । କେତେବେଳେ କିଏ , କେଉଁଠୁ ନିଖୋଜ ହୋଇଯାଉଛି । ତ କିଏ ନାବାଳିକାଙ୍କୁ ଆକ୍ରମଣ କରୁଛି । ଗଞ୍ଜାମ ଜିଲ୍ଲା ସୋରଳ ଗାଁରେ ଦେଖିବାକୁ ମିଳିଛି ଏପରି ଏକ ଘଟଣା । ଜଣେ ୫ବର୍ଷ ନାବାଳିକା ଶିଶୁର ଗଳା କାଟିଦେଇଛି ଦୁର୍ବୃତ୍ତ ।

ଗଞ୍ଜାମ ଜିଲ୍ଲା ସୋରଳ ଗାଁର ଅଭାବନୀୟ ଘଟଣା ଘଟିଛି । ଜଣେ ୫ବର୍ଷ ନାବାଳିକା ଶିଶୁର ଗଳା କାଟିଦେଲା ଦୁର୍ବୃତ୍ତ । ନାବାଳିକାର ଗଳା କାଟୁଥିବାର ଦେଖି ଗାଁଲୋକ ଦୌଡି ଆସିଥିଲେ , ଏବଂ ଦୁର୍ବୃତ୍ତକୁ କାବୁ କରିଥିଲେ । ଗୁରୁତର ଅବସ୍ଥାରେ ଶିଶୁଟିକୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲର ଭର୍ତ୍ତି କରାଯାଇଛି । ପୋଲିସ ଘଟଣାର ସୂଚନା ପାଇ ଆକ୍ରମଣକାରୀକୁ ଉଦ୍ଧାର କରିଥିଲା। ଗୁରୁତର ଅବସ୍ଥାରେ ଯୁବକକୁ ମଧ୍ଯ ପୋଲିସ୍ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରିଥିଲା । ତେବେ ବର୍ତ୍ତମାନ ସୁଦ୍ଧା ଆକ୍ରମଣର କାରଣ ଅସ୍ପଷ୍ଟ ରହିଛି ।

   Related Posts