Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||
  • ଭୁବନେଶ୍ବର : DRDO ତଥ୍ୟ ଲିକ୍ ମାମଲାରେ କ୍ରାଇମବ୍ରାଞ୍ଚ ହାତରେ ନୂଆ ତଥ୍ୟ, ଦୁବାଇ ଲୁଲୁ ଇଣ୍ଟରନ୍ୟାସନାଲ୍ ଏଜେନ୍ସିରୁ ଆସିଥିଲା ଟଙ୍କା
  • ||

ବାଡ଼ିରେ ଅଳିଆ ପକାଇବାରୁ ପଡୋଶୀଙ୍କୁ କଟୁରୀ ଚୋଟ

30/06/2021 at 9:37 AM

ପାରାଦୀପ ୩୦।୦୬ : ଅଳିଆ ପକେଇବାରୁ ପଡ଼ୋଶୀଙ୍କୁ କଟୁରି ଚୋଟ। କଟୁରି ଆଘାତରେ ଜଣେ ଗୁରୁତର ହୋଇଛନ୍ତି। ସେଠାରୁ ତାଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପାରାଦୀପ ସ୍ଥିତ ଅଭୟଚାନ୍ଦପୁର ଥାନା ଅନ୍ତର୍ଗତ ଢ଼ିଙ୍କିଆ ପଞ୍ଚାଯତ ଅଧିନ ନୂଆଗାଁ ଗାଁର ବାଲିସାହିରେ ଘଟିଛି ଘଟଣା ।

ଖବର ଅନୁଯାୟୀ, ଗତକାଲି ରାତିରେ ନୂଆଗାଁର ଅମର ଦଳାଇ ତାଙ୍କ ପଡୋଶୀ ଧ୍ରୁବ ଦଳାଇଙ୍କ ବାଡ଼ିରେ ଅଳିଆ ପକେଇଥିଲେ। ଏଥିରେ ଉତ୍ୟକ୍ତ ହୋଇ ପଡୋଶୀ ଧ୍ରୁବ ପଲେଇ(୬୫) ଓ ତାଙ୍କ ପୁଅ ରଞ୍ଜିତ ପଲେଇ(୩୬) ଅମରଙ୍କୁ ଆକ୍ରମଣ କରିଥିଲେ। ଉଭୟ କଟୁରିରେ ଅମରଙ୍କ ମୁଣ୍ଡଙ୍କୁ ହାଣି ଦେଇଥିଲେ। କଟୁରି ଆଘାତରେ ଅମର ଗୁରୁତର ହୋଇଥିଲେ।

ଅମରଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ପାରାଦୀପ ସ୍ଥିତ ଅଠରବାଙ୍କୀ ମେଡିକାଲକୁ ନିଆଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ ଅମରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଏନେଇ ଅମରଙ୍କ ପତ୍ନୀ ଆରତୀ ଦଳାଇ ଅଭୟଚାନ୍ଦପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ପାଇବା ପରେ ପୋଲିସ ଆକ୍ରମଣକାରୀ ଉଭୟ ବାପା ଓ ପୁଅଙ୍କୁ ଥାନାରେ ଅଟକ ରଖିଥିବା ଜଣାପଡିଛି। ହତ୍ୟା ଉଦ୍ୟମ ଅଭିଯୋଗରେ ପୋଲିସ ମାମଲା ରୁଜୁ କରିଛି।

   Related Posts