Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟ୍ରୋଲିଂ ଗାଡିକୁ ଚକ୍‌ମା ଦେଇ ଖସିଯିବା ବେଳେ ଗୋଡାଇ ଗୋଡାଇ କାବୁ କଲା ପୋଲିସ: ଅଟୋରୁ ବିପୁଳ ଗଞ୍ଜେଇ ଜବତ, ୫ ଗିରଫ
  • ||
  • ମାତ୍ର ୬୦ ସେକେଣ୍ଡରେ ଜଣାପଡିବ ଶରୀରର ରକ୍ତ ସର୍କରା, ଛୁଞ୍ଚିର ଭୟ ରହିବନି… ଆସିଗଲା ନୂଆ ମେସିନ୍
  • ||
  • ଖଲ୍ଲିକୋଟ : ପଞ୍ଚାୟତ ନିର୍ବାଚନ ପାଇଁ ଗଞ୍ଜାମ ଜିଲ୍ଲାର ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ, ମୈଦାନରେ ୧୩ ହଜାର ୬୭୫ ପ୍ରାର୍ଥୀ
  • ||
  • ସମ୍ବଲପୁର : ଭୀମସାର ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୋଡ ଭାଙ୍ଗିବା ସହ ଶରୀରରେ ଲାଗିଛି ଆଘାତ
  • ||
  • ଭୁବନେଶ୍ବର : ଜାଲ୍‌ ପ୍ରମାଣପତ୍ର ଦେଇ ୩କୋଟି ୬୮ଲକ୍ଷ ଟଙ୍କା ଠକେଇ ଅଭିଯୋଗ, ପିଏନବି ପୂର୍ବତନ ମୁଖ୍ୟ ପରିଚାଳକ ସମେତ ୩ ଗିରଫ
  • ||
  • ଭୁବନେଶ୍ବର : କୋଭିଡ୍‌ର କେବେ ବି ଅନ୍ତ ହେବନାହିଁ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ କମିବା ନେଇ ମିଳିଲାଣି ସଂକେତ : SRC
  • ||
  • ପୁରୀ : ମହିଳାଙ୍କ ଅଶ୍ଳୀଳ ଫଟୋ ଓ ଭିଡିଓ ଭାଇରାଲ୍ ପଡିଲା ମହଙ୍ଗା, ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୪୨କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ବଢିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୪୨୬ କୋଭିଡ୍ ପଜିଟିଭ୍, ୧୨୨୫୨୬୮ରେ ପହଞ୍ଚିଲା ସଂଖ୍ୟା
  • ||

ପୁଣି ଇଞ୍ଜିନ୍‌ରୁ ଅଲଗା ହେଲା ବଗି , ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ

16/03/2020 at 10:19 AM

କଟକ ୧୬।୦୩ : ପୁଣି ଥରେ ବଗି ଠାରୁ ଅଲଗା ହେଲା ଇଞ୍ଜିନ୍ । କଟକ ଜିଲ୍ଲା ଶାଳଗାଁ ରେଳ ଷ୍ଟେସନ ନିକଟରେ ଆଜି ଇଞ୍ଜିନ୍‌ ଠାରୁ ଅଲଗା ହୋଇଯାଇଛି ବଗି । ଲୋକମାନ୍ୟ ତିଲକ୍‌ ସୁପରଫାଷ୍ଟ୍‌ ଏକ୍ସପ୍ରେସ୍‌ ଟ୍ରେନ୍‌ର ପାସେଞ୍ଜର ବଗି ଅଲଗା ହୋଇଯାଇଛି ।

ସୂଚନାଯୋଗ୍ୟ ଯେ, ସୋମବାର ଦିନ ସକାଳ ସମୟରେ ପୁରୀରୁ ମୁମ୍ବାଇ ଯାଉଥିବା ଲୋକମାନ୍ୟ ତିଲକ୍‌ ସୁପରଫାଷ୍ଟ ଏକ୍ସପ୍ରେସ୍‌ ନିର୍ଦ୍ଧାରିତ ସମୟରେ କଟକ ଷ୍ଟେସନ ଛାଡିଥିଲା । କିନ୍ତୁ କିଛି ବାଟ ଯିବା ପରେ ଶାଳଗାଁ ଷ୍ଟେସନ ନିକଟରେ ଟ୍ରେନ୍‌ରୁ ବଗି ଅଲଗା ହୋଇଯାଇଥିବା ଖବର ମିଳିଥିଲା । ଟ୍ରେନ୍‌ ଚାଳକ ଏକଥା ଜଣାପାରି ଗାଡିକୁ ଅଟକାଇଥିଲା । ଏବଂ ଇଞ୍ଜିନ୍‌ ସହିତ ବଗି ଯୋଡିବା କାର୍ଯ୍ୟରେ ରେଳବାଇ କର୍ମଚାରୀ ଲାଗିଥିଲେ । ତେବେ ଏକ ବଡ ଦୁର୍ଘଟଣାରୁ ବର୍ତ୍ତିଯାଇଥିବା କହିଲେ ଭୁଲ୍‌ ହେବ ନାହିଁ ବୋଲି ସାଧାରଣଲୋକମାନେ କହିଛନ୍ତି ।

   Related Posts