Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ନିଲାମୀ ତାଲିକାରୁ କ୍ରିସ୍ ଗେଲ୍‌ଙ୍କ ସମେତ ଏହି ଖେଳାଳି ବାହାର
  • ||
  • Syed Modi International: ଫାଇନାଲ୍‌ରେ ପହଞ୍ଚିଲେ ପିଭି ସିନ୍ଧୁ, ମାଲଭିକାଙ୍କ ସହ ଟାଇଟଲ୍‌ ମୁକାବିଲା
  • ||
  • IPLରେ ଜଲଓ୍ବା ଦେଖାଇବେ ଶ୍ରୀସନ୍ତ, ନିଲାମୀ ପାଇଁ ବେସ୍‌ ପ୍ରାଇସ୍ ରହିଛି ୫୦ ଲକ୍ଷ ଟଙ୍କା
  • ||
  • ଜାମ୍ମୁ କାଶ୍ମୀରରେ ଭାରତୀୟ ସେନା ପକ୍ଷରୁ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ସଫା, ସର୍ଚ୍ଚ ଅପରେସନ ଜାରି
  • ||
  • ୟେମେନ ଗଣହତ୍ୟାକୁ ନିନ୍ଦା କଲା ଜାତିସଂଘ, ସାଉଦିର ବିମାନ ଆକ୍ରମଣରେ ନିହତ ହୋଇଥିଲେ ୭୦ ବିଦ୍ରୋହୀ
  • ||
  • ସୋର : ଟ୍ରକ୍ ସହ ଧକ୍କା ହୋଇ ନୟନଜୋରିକୁ ଓଲଟିଲା ବସ୍, ୫ ଜଣଙ୍କ ମୃତ୍ୟୁ, କିଛି ଲୋକ ଚାପି ହୋଇ ରହିଥିବା ସନ୍ଦେହ
  • ||
  • ଭଦ୍ରକରେ ବିଜେପିକୁ ଝଟ୍‌କା, ଦଳ ଛାଡିଲେ ଶତାଧିକ ବରିଷ୍ଠ ନେତା ଓ କର୍ମୀ
  • ||
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି
  • ||

ଗଞ୍ଜାମର ସବୁ ବ୍ୟାଙ୍କ ସକାଳ ୭ଟାରୁ ଅପରାହ୍ନ ୨ଟା ଯାଏଁ ଖୋଲା-ଜିଲ୍ଲାପାଳ

21/04/2020 at 11:18 AM

ବ୍ରହ୍ମପୁର ୨୧।୦୪: ଆଜିଠାରୁ ଗଞ୍ଜାମ ଜିଲ୍ଲାର ସବୁ ବ୍ୟାଙ୍କ ସକାଳ ୭ଟାରୁ ଅପରାହ୍ନ ୨ଟା ଯାଏଁ ଖୋଲା ରହିବ। ଏନେଇ ଗଞ୍ଜାମ ଜିଲ୍ଲାପାଳ  ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍ କରି ସୂଚନା ଦେଇଛନ୍ତି। ଭିଡ଼ରୁ ଏବଂ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରୁ ରକ୍ଷା ପାଇବା ଲାଗି ଏଭଳି ପଦକ୍ଷେପ ନିଆଯାଇଛି।  ସାମାଜିକ ଦୂରତ୍ବକୁ ଗୁରୁତ୍ବ ଦେବା ଲାଗି ଏଭଳି ପଦକ୍ଷେପ ନେଇଛି ଜିଲ୍ଲା ପ୍ରଶାସନ। 

   Related Posts