Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର ; ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଗଣେଶ ନଗରରେ ପୁଲିସ୍ ର ଚଢାଉ
  • ||
  • ନକଲି ଟମାଟ, ଚିଲି, ସୋୟା ସୋସ୍ ୟୁନିଟ୍ ଉପରେ ଚଢାଉ
  • ||
  • କେତେ ପରିମାଣର ନକଲି ସାମଗ୍ରୀ ଜବତ, ତାହା ତଦନ୍ତ ପରେ ଜଣାପଡିବ ବୋଲି ପୁଲିସର ସୂଚନା
  • ||
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||

ଗଞ୍ଜାମ ଜିଲ୍ଲାର ସମସ୍ତ ସ୍କୁଲରେ ସ୍ମାର୍ଟ କ୍ଲାସ୍‌ ଦ୍ବାରା ଦିଆଯିବ ଶିକ୍ଷାଦାନ

3/12/2020 at 7:51 PM

ବ୍ରହ୍ମପୁର୩/୧୧: ଗଞ୍ଜାମ ଜିଲ୍ଲାରେ ସମସ୍ତ ଆଦର୍ଶ ବିଦ୍ୟାଳୟ ଗୁଡିକରେ ସ୍ମାର୍ଟ କ୍ଲାସ ଦ୍ବାରା ଶିକ୍ଷା ଦାନ କରାଯିବ।

ଏ ନେଇ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା।

ଏହି ବୈଠକରେ ବିଭିନ୍ନ ପଦାଧିକାରୀ ଉପସ୍ଥିତ ଥିଲେ। ପ୍ରଥମେ ଶୌଚାଳୟର ସଫେଇ କାର୍ଯ୍ୟରେ ଅଧକ୍ଷ ପ୍ରଥମେ ନିଜକୁ ନିୟୋଜିତ କରନ୍ତୁ। 

ଅଧକ୍ଷ ସଫେଇ କଲେ ଅନ୍ୟ ଶିକ୍ଷକ, ଛାତ୍ରଛାତ୍ରୀ ସଫେଇ ପାଇଁ ଆଗ୍ରହ ପ୍ରକାଶ କରିବେ ବୋଲି ଜିଲ୍ଲାପାଳ କହିଛନ୍ତି।

   Related Posts