Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||
  • ବଡବିଲ : ହାତୀ ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ, ଆତଙ୍କ ଖେଳାଇଛନ୍ତି ୧୧ଟିକିଆ ହାତୀ ପଲ
  • ||
  • ଓ୍ବାଶିଂଟନ୍ : ‘ପିଜ୍ଜା ହଟ୍’ର ଶୁଭାରମ୍ଭ କରିଥିବା ଫ୍ରାଙ୍କ୍ କାର୍ନିଙ୍କ ପରଲୋକ
  • ||
  • ବଲାଙ୍ଗୀର : ଭିଜିଲାନ୍ସ ପଞ୍ଝାରେ ରେଞ୍ଜର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ଭୁବନେଶ୍ବର : ଅଫଲାଇନ୍‌ରେ ହେବ ମାଟ୍ରିକ୍ ଏବଂ ଯୁକ୍ତ ୨ ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ
  • ||

ଗଞ୍ଜାମରେ ସମସ୍ତ କରୋନା ଟେଷ୍ଟ୍ ରିପୋର୍ଟ ନେଗେଟିଭ୍ : କରୋନା ଯୋଦ୍ଧା ଏବଂ ଟିମ୍‌କୁ ଧନ୍ୟବାଦ ଜଣାଇଲେ ଜିଲ୍ଲାପାଳ

10/11/2020 at 5:26 PM

ବ୍ରହ୍ମପୁର ୧୦।୧୧: ଗଞ୍ଜାମ ଜିଲ୍ଲାରେ ପ୍ରଥମ ଥର ପାଇଁ କରୋନା ପରୀକ୍ଷଣର ସମସ୍ତ ରିପୋର୍ଟ ନେଗେଟିଭ୍ ଆସିଛି । ଗୋଟିଏ ଦିନରେ ୩୫୯୭ ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ କରାଯାଇଥିବା ବେଳେ ସମସ୍ତ ରିପୋର୍ଟ ନେଗେଟିଭ୍ ଆସିଥିବା ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ । ଜିଲ୍ଲାର ସମସ୍ତ କରୋନା ଯୋଦ୍ଧା ଏବଂ ଟିମ୍ କୁ ଧନ୍ୟବାଦ ଜଣାଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ।

ସେପଟେ ଗ୍ରୀନ୍ ଦୀପାବଳି ଉତ୍ସବ ପାଳନ କରିବାକୁ ଜିଲ୍ଲାପାଳ ଜିଲ୍ଲାବାସୀଙ୍କୁ ଅନୁରୋଧ କରିଛନ୍ତି । କୋଭିଡ୍ ଫ୍ରି ଦୀପାବଳି ପାଳନ କରିବାକୁ ପରାମର୍ଶ ଦେଇଛନ୍ତି । ଘରକୁ ଅଧିକ ଅତିଥି ନିମନ୍ତ୍ରଣ କରିବାକୁ ଜିଲ୍ଲାପାଳ ବାରଣ କରିଛନ୍ତି । ବାଣ ନଫୁଟାଇ ଦୀପାବଳି ପାଳନ କରିବାକୁ ଜିଲ୍ଲାପାଳ ଜିଲ୍ଲାବାସୀଙ୍କୁ ପରାମର୍ଶ ଦେଇଛନ୍ତି ।

   Related Posts