Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ହୀରାକୁଦ ଜଳଭଣ୍ଡାରର ସମସ୍ତ ଗେଟ୍ ବନ୍ଦ, ଜଳସ୍ତର ୬୦୬.୬୨ ଫୁଟ

17/07/2021 at 10:38 AM

ସମ୍ବଲପୁର ୧୭।୭: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ସମସ୍ତ ଗେଟ୍ । ଜଳଭଣ୍ଡାରରେ ବର୍ତ୍ତମାନ ଜଳ ପ୍ରବାହ କମିଛି । ତେବେ ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ସମସ୍ତ ଗେଟ୍ ବନ୍ଦ କରିଛନ୍ତି କର୍ତ୍ତୃପକ୍ଷ। ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ରହିଛି ୬୦୬.୬୨ ଫୁଟ ।

ଉଲ୍ଲେଖଯୋଗ୍ୟ ଯେ, ଗତ ୧୧ ତାରିଖରେ ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡାଯାଇଥିଲା ।  ଦିନ ୧୧ଟାରେ ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର ଗେଟ୍ ରୁ ବନ୍ୟା ପାଣି ନିଷ୍କାସନ କରାଯାଇଥିଲା । ପର୍ଯ୍ୟାୟ କ୍ରମେ ୨ଟି ଗେଟ୍ ରୁ ବନ୍ୟା ଜଳ ନିଷ୍କାସିତ କରାଯାଉଥିଲା । ତେବେ ଶୁକ୍ରବାର ଗୋଟିଏ ସ୍ଲୁଇସ୍ ଗେଟ୍ କୁ ବନ୍ଦ କରିଦିଆଯାଇଥିଲା । ଗୋଟିଏ ସ୍ଲୁଇସ୍ ଗେଟ୍ ଦେଇ ଜଳ ନିଷ୍କାସିତ ହେଉଥିବା ବେଳେ ଶନିବାର ତାହାକୁ ବନ୍ଦ କରିଦିଆଯାଇଛି ।

   Related Posts