Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ୧୬ଟି ଜିଲ୍ଲାରେ ହେବ ଆରଟି ପିସିଆର ଲ୍ୟାବ୍, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
  • ||
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ଖୋର୍ଦ୍ଧା ଜିଲ୍ଲାରେ ୯ ଓ ୧୦ ତାରିଖରେ ସମସ୍ତ ସରକାରୀ ଛୁଟି ବାତିଲ

7/11/2019 at 5:26 PM

ଭୁବନେଶ୍ୱର – ବାତ୍ୟା ପ୍ରଭାବରେ ରାଜ୍ୟାରେ ସାମ୍ଭବ୍ୟ ବର୍ଷାକୁ ଦେଖି ଖୋର୍ଦ୍ଧା ଜିଲ୍ଲାପାଳ ଜିଲ୍ଲାରେ ଥିବା ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟିକୁ ୨ ଦିନ ପାଇଁ ବାତିଲ କରିଛନ୍ତି । ୯ ଓ ୧୦ ତାରିଖରେ ଛୁଟିକୁ ବାତିଲ କରାଯାଇଛି ।
୯ ତାରିଖ ଦ୍ୱିତୀୟ ଶନିବାର ଥିବା ବେଳେ ୧୦ ତାରିଖ ରବିବାର ରହିଛି ।

ଏହି ଦିନ କାର୍ଯ୍ୟାଳୟରେ ଉପସ୍ଥିତ ରହିବା ପାଇଁ ନିର୍ଦେଶ ଦିଆଯାଇଛି .

   Related Posts