Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||

ଅଲ୍ ଓଡିଶା ପରିବହନ ଚାଳକ ସଙ୍ଘର ଭଦ୍ରକ ଶାଖା କାର୍ଯ୍ୟାଳୟ ଉଦଘାଟିତ

19/07/2021 at 11:53 AM

ଭଦ୍ରକ, ୧୯/୦୭:    ଭଦ୍ରକ ଗ୍ରାମାଞ୍ଚଳ ଥାନା ରାଣିତାଲ ଠାରେ ଅଲ୍ ଓଡିଶା ପରିବହନ ଚାଳକ ସଂଘର ଭଦ୍ରକ ଶାଖା କାର୍ଯ୍ୟାଳୟ ଉଦଘାଟନ ହୋଇଛି । ଏହି ଶାଖା ଭଦ୍ରକ ଜିଲ୍ଲାର ଗାଡି ଚାଳକଙ୍କୁ ନେଇ ଗଠିତ ହୋଇଛି ।

ଚାଳକଙ୍କ ସୁବିଧା ଅସୁବିଧାରେ ସଂଘ ତରଫରୁ ସାହାଯ୍ୟ ସହଯୋଗ ଯୋଗାଇ ଦିଆଯିବ । ତେବେ ଏହି ଉଦଘାଟନ ଅବସରରେ ରାଣିତାଲ ଗ୍ରାମ ପଞ୍ଚାୟତର ପୂର୍ବତନ ସରପଞ୍ଚ ବିଜୟ କୁମାର ମହାପାତ୍ର ଉପସ୍ଥିତ ରହିବା ସହ ସଂଘର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ।

   Related Posts